ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସୁପ୍ରିମକୋର୍ଟର ୫୦ ପ୍ରତିଶତ କର୍ମଚାରୀଙ୍କୁ କରୋନା

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନାର ସଂକ୍ରମଣ ପୁଣି ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିସହ ସୁପ୍ରିମକୋର୍ଟର ୫୦%ରୁ ଅଧିକ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାଯାଇଛି। ଏହି ରିପୋର୍ଟ ମିଳିବାପରେ ସର୍ବୋଚ୍ଚ ଅଦାଲତ ପରିସରରେ ଆତଙ୍କ ଖେଳିଯାଇଛି। ସମସ୍ତ ବିଚାରପତି ଘରେ ରହି କାମ କରିବେ । ୧ ଘଣ୍ଟା ବିଳମ୍ବରେ ସବୁ ବେଞ୍ଚ ଶୁଣାଣି ଆରମ୍ଭ କରିବେ । ସମସ୍ତ କୋର୍ଟ ରୁମ୍  ପରିସରକୁ ସାନିଟାଇଜ କରାଯାଉଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁ ବେଞ୍ଚ ଶୁଣାଣି […]

ନୂଆଦିଲ୍ଲୀ: ଦେଶରେ କରୋନାର ସଂକ୍ରମଣ ପୁଣି ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିସହ ସୁପ୍ରିମକୋର୍ଟର ୫୦%ରୁ ଅଧିକ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାଯାଇଛି। ଏହି ରିପୋର୍ଟ ମିଳିବାପରେ ସର୍ବୋଚ୍ଚ ଅଦାଲତ ପରିସରରେ ଆତଙ୍କ ଖେଳିଯାଇଛି। ସମସ୍ତ ବିଚାରପତି ଘରେ ରହି କାମ କରିବେ । ୧ ଘଣ୍ଟା ବିଳମ୍ବରେ ସବୁ ବେଞ୍ଚ ଶୁଣାଣି ଆରମ୍ଭ କରିବେ । ସମସ୍ତ କୋର୍ଟ ରୁମ୍  ପରିସରକୁ ସାନିଟାଇଜ କରାଯାଉଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁ ବେଞ୍ଚ ଶୁଣାଣି ହେବ ବୋଲି ସର୍ବୋଚ୍ଚ ଅଦାଲତଙ୍କ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: 'ନୋ ବିଗ୍ ଡିଲ୍' ରୁ 'ସମ୍ପୂର୍ଣ୍ଣ ବିନାଶ': ଇରାନର ଆପାଚେ ହେଲିକପ୍ଟର ଆକ୍ରମଣ ପରେ କାହିଁକି ବଦଳିଲା ଟ୍ରମ୍ପଙ୍କ ମିଜାଜ?

12 Apr 2021 By The Sakala

ସୁପ୍ରିମକୋର୍ଟର ୫୦ ପ୍ରତିଶତ କର୍ମଚାରୀଙ୍କୁ କରୋନା

ନୂଆଦିଲ୍ଲୀ: ଦେଶରେ କରୋନାର ସଂକ୍ରମଣ ପୁଣି ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିସହ ସୁପ୍ରିମକୋର୍ଟର ୫୦%ରୁ ଅଧିକ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାଯାଇଛି। ଏହି ରିପୋର୍ଟ ମିଳିବାପରେ ସର୍ବୋଚ୍ଚ ଅଦାଲତ ପରିସରରେ ଆତଙ୍କ ଖେଳିଯାଇଛି। ସମସ୍ତ ବିଚାରପତି ଘରେ ରହି କାମ କରିବେ । ୧ ଘଣ୍ଟା ବିଳମ୍ବରେ ସବୁ ବେଞ୍ଚ ଶୁଣାଣି ଆରମ୍ଭ କରିବେ । ସମସ୍ତ କୋର୍ଟ ରୁମ୍  ପରିସରକୁ ସାନିଟାଇଜ କରାଯାଉଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁ ବେଞ୍ଚ ଶୁଣାଣି ହେବ ବୋଲି ସର୍ବୋଚ୍ଚ ଅଦାଲତଙ୍କ ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର