ଭୟଙ୍କର ଅଗ୍ନିକାଣ୍ଡ: ୩ ମହଲା କୋଠାରେ ଲାଗିଲା ନିଆଁ, ୫ମୃତ ଓ ୨ ଗୁରୁତର

The Sakala Picture
Published On

ମୋରଦାବାଦ: ଉତ୍ତର ପ୍ରଦେଶର ମୋରଦାବାଦରେ ଥିବା ଗୋଟିଏ ୩ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି  ଅଗ୍ନିକାଣ୍ଡରେ ୫ ଜଣଙ୍କର ମୃତ୍ଯୁ ଘଟାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ହଠାତ୍‌ ବିଲଡିଂରେ ନିଆଁ ଲାଗି ଯାଇଥିଲା।  ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେବା ସହ ନିଆଁ ଲିଭା କାମରେ ଲାଗି ପଡ଼ିଥିଲେ। ଅଗ୍ନିଶମ ବାହିନୀର ୫ଟି ଗାଡ଼ି ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ପରେ ନିଆଁକୁ ଆୟତ୍ତ […]

ମୋରଦାବାଦ: ଉତ୍ତର ପ୍ରଦେଶର ମୋରଦାବାଦରେ ଥିବା ଗୋଟିଏ ୩ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି  ଅଗ୍ନିକାଣ୍ଡରେ ୫ ଜଣଙ୍କର ମୃତ୍ଯୁ ଘଟାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ହଠାତ୍‌ ବିଲଡିଂରେ ନିଆଁ ଲାଗି ଯାଇଥିଲା।  ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେବା ସହ ନିଆଁ ଲିଭା କାମରେ ଲାଗି ପଡ଼ିଥିଲେ। ଅଗ୍ନିଶମ ବାହିନୀର ୫ଟି ଗାଡ଼ି ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ପରେ ନିଆଁକୁ ଆୟତ୍ତ କରିଥିଲା। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ କର୍ମଚାରୀମାନେ ନିଆଁ ଭିତରୁ ୧୨ ଜଣଙ୍କୁ ଉଦ୍ଧାର କରିଥିଲେ। ତେବେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଜୀବନ ବଞ୍ଚାଇବା ସେମାନଙ୍କ ପକ୍ଷେ ସମ୍ଭବ ହୋଇ ନଥିଲା। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୩ ଜଣ ଛୋଟ ପିଲା ରହିଛନ୍ତି। ସେହିପରି ଘଟଣାରେ ୨ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୭ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଆହୁରି ପଢ଼ନ୍ତୁ: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ପାୱାର ଉପରେ ଇଡିର ଚଢ଼ଉ: ମୁମ୍ବାଇ ଓ ହାଇଦ୍ରାବାଦର ୧୨ଟି ସ୍ଥାନରେ ଚାଲିଛି ତଲାସି

26 Aug 2022 By The Sakala

ଭୟଙ୍କର ଅଗ୍ନିକାଣ୍ଡ: ୩ ମହଲା କୋଠାରେ ଲାଗିଲା ନିଆଁ, ୫ମୃତ ଓ ୨ ଗୁରୁତର

ମୋରଦାବାଦ: ଉତ୍ତର ପ୍ରଦେଶର ମୋରଦାବାଦରେ ଥିବା ଗୋଟିଏ ୩ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି  ଅଗ୍ନିକାଣ୍ଡରେ ୫ ଜଣଙ୍କର ମୃତ୍ଯୁ ଘଟାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ହଠାତ୍‌ ବିଲଡିଂରେ ନିଆଁ ଲାଗି ଯାଇଥିଲା।  ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେବା ସହ ନିଆଁ ଲିଭା କାମରେ ଲାଗି ପଡ଼ିଥିଲେ। ଅଗ୍ନିଶମ ବାହିନୀର ୫ଟି ଗାଡ଼ି ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ପରେ ନିଆଁକୁ ଆୟତ୍ତ କରିଥିଲା। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ କର୍ମଚାରୀମାନେ ନିଆଁ ଭିତରୁ ୧୨ ଜଣଙ୍କୁ ଉଦ୍ଧାର କରିଥିଲେ। ତେବେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଜୀବନ ବଞ୍ଚାଇବା ସେମାନଙ୍କ ପକ୍ଷେ ସମ୍ଭବ ହୋଇ ନଥିଲା। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୩ ଜଣ ଛୋଟ ପିଲା ରହିଛନ୍ତି। ସେହିପରି ଘଟଣାରେ ୨ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୭ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

https://www.thesakala.in/national-international/massive-fire-breaks-out-in-moradabad-building-2-women-3-children-killed/article-14436
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର