ଛତିଶଗଡରେ ଚୂନ ପଥର ଖଣି ଭୁଶୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ ଜାରି

The Sakala Picture
Published On

ରାୟପୁର: ଆଜି ଛତିଶଗଡର ବସ୍ତର ଜିଲ୍ଲାରେ ଥିବା ଏକ ଚୂନ ପଥର ଖଣିରେ ବଡ ଧରଣର ଅଘଟଣ ଘଟିଛି । ବସ୍ତରର ମାଲଗାଓଁରେ ଚୂନ ପଥର ଖଣି ଭୁଶୁଡ଼ି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୬ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି | ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟଜାରି ରହିଛି। କୁହାଯାଉଛି ଯେ ମାଟି ତଳେ ଆହୁରି ୧୨ରୁ ଅଧିକ ଲୋକ ଫସି ରହିଛନ୍ତି । ସୂଚନା ପାଇ ଏନଡିଆରଏଫ୍ […]

ରାୟପୁର: ଆଜି ଛତିଶଗଡର ବସ୍ତର ଜିଲ୍ଲାରେ ଥିବା ଏକ ଚୂନ ପଥର ଖଣିରେ ବଡ ଧରଣର ଅଘଟଣ ଘଟିଛି । ବସ୍ତରର ମାଲଗାଓଁରେ ଚୂନ ପଥର ଖଣି ଭୁଶୁଡ଼ି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୬ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି | ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟଜାରି ରହିଛି।

ଆହୁରି ପଢ଼ନ୍ତୁ: ଲୋକସଭାରେ ବିରୋଧୀଙ୍କ ହଟ୍ଟଗୋଳ: ଗୋଟିଏ ଦିନରେ ଚାରି ଥର ଗୃହ ମୁଲତବୀ

କୁହାଯାଉଛି ଯେ ମାଟି ତଳେ ଆହୁରି ୧୨ରୁ ଅଧିକ ଲୋକ ଫସି ରହିଛନ୍ତି । ସୂଚନା ପାଇ ଏନଡିଆରଏଫ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଆରମ୍ଭ କରିଛି | ତେବେ ଘଟଣା କିପରି ଘଟିଲା ସେ ନେଇ ଏପର୍ଯ୍ୟନ୍ତ କୌଣସି ତଥ୍ୟ ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ: ଇରାନ ଉପରେ ଆମେରିକାର ଭୟଙ୍କର ଆକ୍ରମଣ: ପ୍ରଥମ ଥର ପାଇଁ ମଇଦାନକୁ ଓହ୍ଲାଇଲା ଘାତକ 'ବି-୧ ଲାନ୍ସର' ବମ୍ବର

02 Dec 2022 By The Sakala

ଛତିଶଗଡରେ ଚୂନ ପଥର ଖଣି ଭୁଶୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ରାୟପୁର: ଆଜି ଛତିଶଗଡର ବସ୍ତର ଜିଲ୍ଲାରେ ଥିବା ଏକ ଚୂନ ପଥର ଖଣିରେ ବଡ ଧରଣର ଅଘଟଣ ଘଟିଛି । ବସ୍ତରର ମାଲଗାଓଁରେ ଚୂନ ପଥର ଖଣି ଭୁଶୁଡ଼ି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୬ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି | ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟଜାରି ରହିଛି।

କୁହାଯାଉଛି ଯେ ମାଟି ତଳେ ଆହୁରି ୧୨ରୁ ଅଧିକ ଲୋକ ଫସି ରହିଛନ୍ତି । ସୂଚନା ପାଇ ଏନଡିଆରଏଫ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଆରମ୍ଭ କରିଛି | ତେବେ ଘଟଣା କିପରି ଘଟିଲା ସେ ନେଇ ଏପର୍ଯ୍ୟନ୍ତ କୌଣସି ତଥ୍ୟ ମିଳିପାରି ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର