ଭୟଙ୍କର ସଡକ ଦୁର୍ଘଟଣା : ଖାଇକୁ ଖସିଲା ମିନି ବସ୍‌, ୧୧ ମୃତ୍ୟୁ,୨୦ରୁ ଅଧିକ ଗୁରୁତର

The Sakala Picture
Published On

ଶ୍ରୀନଗର : ଜମ୍ମୁ-କଶ୍ମୀରର ପୁଞ୍ଚ୍‌ଠରେ ଏକ ବସ୍‌ ଖ‌ାତକୁ ଖସିପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପୁଞ୍ଚ୍‌ ଜିଲ୍ଲାର ବରେରି ନାଲ୍ଲହାଠାରେ ଏପରି ଘଟିଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ମଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ, ଆଜି ଭୋରୁ ପୁଞ୍ଚର ସବଜିଆନ ଅଞ୍ଚଳରେ ଏକ ଯାତ୍ରୀବାହୀ ମିନି ବସ୍‌ ଖାଇକୁ ଖସିପଡିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କ ମୃତ୍ୟୁ ହୋଇଛି। ମଣ୍ଡି […]

ଶ୍ରୀନଗର : ଜମ୍ମୁ-କଶ୍ମୀରର ପୁଞ୍ଚ୍‌ଠରେ ଏକ ବସ୍‌ ଖ‌ାତକୁ ଖସିପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପୁଞ୍ଚ୍‌ ଜିଲ୍ଲାର ବରେରି ନାଲ୍ଲହାଠାରେ ଏପରି ଘଟିଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ମଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍ ଆକ୍ରମଣରେ ହିଜବୁଲ୍ଲା ମୁଖ୍ୟ ନଇମ୍ କାସିମ୍‌ଙ୍କ ପୁତୁରା ଅଲି ୟୁସୁଫ୍ ହର୍ଶି ନିହତ

ସୂଚନା ମୁତାବକ, ଆଜି ଭୋରୁ ପୁଞ୍ଚର ସବଜିଆନ ଅଞ୍ଚଳରେ ଏକ ଯାତ୍ରୀବାହୀ ମିନି ବସ୍‌ ଖାଇକୁ ଖସିପଡିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କ ମୃତ୍ୟୁ ହୋଇଛି। ମଣ୍ଡି ତହସିଲଦାର ଶହଜାଦ ଲତିଫ ଏନେଇ ସୂଚନା ଦେଇଛନ୍ତି। ଉଦ୍ଧାର କାର୍ଯ୍ୟରେ ସେନାକୁ ନିୟୋଜିତ କରାଯାଇଛି। ସେପଟେ ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏହା ସହିତ ଆହତମାନଙ୍କୁ ଭଲ ଚିକିତ୍ସା ଯୋଗାଇବା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ହର୍ମୁଜ୍ ପ୍ରଣାଳୀରେ ନିଜେ ବିଛାଇଥିବା ମାଇନ୍ସ ଖୋଜି ପାଉନାହିଁ ଇରାନ: ଆମେରିକାର ବଡ଼ ଦାବି

14 Sep 2022 By The Sakala

ଭୟଙ୍କର ସଡକ ଦୁର୍ଘଟଣା : ଖାଇକୁ ଖସିଲା ମିନି ବସ୍‌, ୧୧ ମୃତ୍ୟୁ,୨୦ରୁ ଅଧିକ ଗୁରୁତର

ଶ୍ରୀନଗର : ଜମ୍ମୁ-କଶ୍ମୀରର ପୁଞ୍ଚ୍‌ଠରେ ଏକ ବସ୍‌ ଖ‌ାତକୁ ଖସିପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପୁଞ୍ଚ୍‌ ଜିଲ୍ଲାର ବରେରି ନାଲ୍ଲହାଠାରେ ଏପରି ଘଟିଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ମଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, ଆଜି ଭୋରୁ ପୁଞ୍ଚର ସବଜିଆନ ଅଞ୍ଚଳରେ ଏକ ଯାତ୍ରୀବାହୀ ମିନି ବସ୍‌ ଖାଇକୁ ଖସିପଡିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କ ମୃତ୍ୟୁ ହୋଇଛି। ମଣ୍ଡି ତହସିଲଦାର ଶହଜାଦ ଲତିଫ ଏନେଇ ସୂଚନା ଦେଇଛନ୍ତି। ଉଦ୍ଧାର କାର୍ଯ୍ୟରେ ସେନାକୁ ନିୟୋଜିତ କରାଯାଇଛି। ସେପଟେ ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏହା ସହିତ ଆହତମାନଙ୍କୁ ଭଲ ଚିକିତ୍ସା ଯୋଗାଇବା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର