ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସମୟ ଘୋଷଣା କଲା ଇସ୍ରୋ

The Sakala Picture
Published On

ନୂଆଦିଲ୍ଲୀ: ମିଶନ ଚନ୍ଦ୍ରଯାନ-୩କୁ ନେଇ ଇସ୍ରୋ ବଡ଼ ଘୋଷଣା କରିଛି। ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସମୟ ନିର୍ଦ୍ଧାରଣ କରିଛି ଇସ୍ରୋ। ଅଗଷ୍ଟ ୨୩ ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରଯାନ-୩ ଲ୍ୟାଣ୍ଡିଂ କରିବ ବୋଲି ଇସ୍ରୋ କହିଛି। ଚନ୍ଦ୍ରଯାନ-୩ ବର୍ତ୍ତମାନ ସୁଦ୍ଧା ସମସ୍ତ ଲକ୍ଷ୍ୟ ପୂରଣ କରିସାରିଛି। ଆଜି ସକାଳେ ଲ୍ୟାଣ୍ଡରର ଦ୍ୱିତୀୟ ଡିବୁଷ୍ଟିଂ ସଫଳ ହୋଇଥିଲା। ଏହାର କିଛି ଘଣ୍ଟା ପରେ ଲ୍ୟାଣ୍ଡିଂ ସମୟ ସ୍ପଷ୍ଟ ହୋଇଛି। ଇସ୍ରୋ ସୂଚନା ମୁତାବକ ଆସନ୍ତା ବୁଧବାର(ଅଗଷ୍ଟ ୨୩) ସନ୍ଧ୍ୟା […]

ନୂଆଦିଲ୍ଲୀ: ମିଶନ ଚନ୍ଦ୍ରଯାନ-୩କୁ ନେଇ ଇସ୍ରୋ ବଡ଼ ଘୋଷଣା କରିଛି। ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସମୟ ନିର୍ଦ୍ଧାରଣ କରିଛି ଇସ୍ରୋ। ଅଗଷ୍ଟ ୨୩ ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରଯାନ-୩ ଲ୍ୟାଣ୍ଡିଂ କରିବ ବୋଲି ଇସ୍ରୋ କହିଛି। ଚନ୍ଦ୍ରଯାନ-୩ ବର୍ତ୍ତମାନ ସୁଦ୍ଧା ସମସ୍ତ ଲକ୍ଷ୍ୟ ପୂରଣ କରିସାରିଛି। ଆଜି ସକାଳେ ଲ୍ୟାଣ୍ଡରର ଦ୍ୱିତୀୟ ଡିବୁଷ୍ଟିଂ ସଫଳ ହୋଇଥିଲା। ଏହାର କିଛି ଘଣ୍ଟା ପରେ ଲ୍ୟାଣ୍ଡିଂ ସମୟ ସ୍ପଷ୍ଟ ହୋଇଛି। ଇସ୍ରୋ ସୂଚନା ମୁତାବକ ଆସନ୍ତା ବୁଧବାର(ଅଗଷ୍ଟ ୨୩) ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ସଫ୍ଟ୍ ଲ୍ୟାଣ୍ଡିଂ କରିବ। ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ ସଫଳ ହେଲେ ଲ୍ୟାଣ୍ଡର ବିକ୍ରମରୁ ରୋଭର୍ ପ୍ରଜ୍ଞାନ ବାହାରି ୧୪ ଦିନ ପର୍ଯ୍ୟନ୍ତ ଚନ୍ଦ୍ରପୃଷ୍ଠରେ ବିଚରଣ କରିବ। ଏହି ସମୟରେ ଚନ୍ଦ୍ରପୃଷ୍ଠରୁ ସମସ୍ତ ତଥ୍ୟ ଯୋଗାଇବ।

ଆହୁରି ପଢ଼ନ୍ତୁ: "ନାଟୋ ଏକ ପେପର ଟାଇଗର": ହୋରମୁଜ୍ ପ୍ରଣାଳୀ ଓ ଇରାନ ଚୁକ୍ତି ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ

20 Aug 2023 By The Sakala

ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସମୟ ଘୋଷଣା କଲା ଇସ୍ରୋ

ନୂଆଦିଲ୍ଲୀ: ମିଶନ ଚନ୍ଦ୍ରଯାନ-୩କୁ ନେଇ ଇସ୍ରୋ ବଡ଼ ଘୋଷଣା କରିଛି। ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସମୟ ନିର୍ଦ୍ଧାରଣ କରିଛି ଇସ୍ରୋ। ଅଗଷ୍ଟ ୨୩ ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରଯାନ-୩ ଲ୍ୟାଣ୍ଡିଂ କରିବ ବୋଲି ଇସ୍ରୋ କହିଛି। ଚନ୍ଦ୍ରଯାନ-୩ ବର୍ତ୍ତମାନ ସୁଦ୍ଧା ସମସ୍ତ ଲକ୍ଷ୍ୟ ପୂରଣ କରିସାରିଛି। ଆଜି ସକାଳେ ଲ୍ୟାଣ୍ଡରର ଦ୍ୱିତୀୟ ଡିବୁଷ୍ଟିଂ ସଫଳ ହୋଇଥିଲା। ଏହାର କିଛି ଘଣ୍ଟା ପରେ ଲ୍ୟାଣ୍ଡିଂ ସମୟ ସ୍ପଷ୍ଟ ହୋଇଛି। ଇସ୍ରୋ ସୂଚନା ମୁତାବକ ଆସନ୍ତା ବୁଧବାର(ଅଗଷ୍ଟ ୨୩) ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ସଫ୍ଟ୍ ଲ୍ୟାଣ୍ଡିଂ କରିବ। ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ ସଫଳ ହେଲେ ଲ୍ୟାଣ୍ଡର ବିକ୍ରମରୁ ରୋଭର୍ ପ୍ରଜ୍ଞାନ ବାହାରି ୧୪ ଦିନ ପର୍ଯ୍ୟନ୍ତ ଚନ୍ଦ୍ରପୃଷ୍ଠରେ ବିଚରଣ କରିବ। ଏହି ସମୟରେ ଚନ୍ଦ୍ରପୃଷ୍ଠରୁ ସମସ୍ତ ତଥ୍ୟ ଯୋଗାଇବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର