ମେହବୁବାଙ୍କୁ ଇଡି ସମନ

The Sakala Picture
Published On

ନୂଆଦିଲ୍ଲୀ : ଏକ ମନି ଲଣ୍ଡରିଂ ମାମଲାରେ ଜାମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫ୍ତିଙ୍କୁ ଶୁକ୍ରବାର ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏକ ବର୍ଷରୁ ଅଧିକ ସମୟ ଗୃହବନ୍ଦୀ ରହିବା ପରେ ଗତ ବର୍ଷ ମୁକୁଳିଥିବ ମୁଫ୍ତିଙ୍କୁ ଆସନ୍ତା ୧୫ ତାରିଖରେ ଦିଲ୍ଲୀ ସ୍ଥିତ ଇଡି ମୁଖ୍ୟାଳୟରେ ହାଜର ହେବା ପାଇଁ କୁହାଯାଇଛି। ଜାମ୍ମୁ-କାଶ୍ମୀର କ୍ରିକେଟ ଆସୋସିଏସନ ଦୁର୍ନୀତି ମାମଲାରେ ଇଡି ଗତ ବର୍ଷ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଗୁପକାର ଘୋଷଣାନାମା […]

ନୂଆଦିଲ୍ଲୀ : ଏକ ମନି ଲଣ୍ଡରିଂ ମାମଲାରେ ଜାମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫ୍ତିଙ୍କୁ ଶୁକ୍ରବାର ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏକ ବର୍ଷରୁ ଅଧିକ ସମୟ ଗୃହବନ୍ଦୀ ରହିବା ପରେ ଗତ ବର୍ଷ ମୁକୁଳିଥିବ ମୁଫ୍ତିଙ୍କୁ ଆସନ୍ତା ୧୫ ତାରିଖରେ ଦିଲ୍ଲୀ ସ୍ଥିତ ଇଡି ମୁଖ୍ୟାଳୟରେ ହାଜର ହେବା ପାଇଁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ପ୍ରଶ୍ନପତ୍ର ଲିକକୁ ନେଇ କଡ଼ା ଆଇନ ଆଣିବେ କେନ୍ଦ୍ର ସରକାର, ଆସନ୍ତା ସପ୍ତାହରେ ସଂସଦରେ ଆସିବ ବିଲ୍

ଜାମ୍ମୁ-କାଶ୍ମୀର କ୍ରିକେଟ ଆସୋସିଏସନ ଦୁର୍ନୀତି ମାମଲାରେ ଇଡି ଗତ ବର୍ଷ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଗୁପକାର ଘୋଷଣାନାମା (ପିଏଜିଡି)ର ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କ ୧୨ କୋଟି ଟଙ୍କାର ସମ୍ପତ୍ତି ଜବତ କରିଥିଲା। ଏଜେନ୍ସି ମନି ଲଣ୍ଡରିଂ ନିରୋଧି ଆଇନ ଅନୁଯାୟୀ ଏହି କାର୍ଯ୍ୟାନୁଷ୍ଠାନ ନେଇଥିଲା। ଶ୍ରୀନଗରର ଗୁପକାର ରୋଡ ସ୍ଥିତ ବାସଭବନ, ତନମାର୍ଗର କଟିପୁରା ତହସିଲ ଏବଂ ଜାମ୍ମୁରେ ଥିବା ସମ୍ପତ୍ତିକୁ ଇଡି ଜବତ କରିଥିଲା।

ଆହୁରି ପଢ଼ନ୍ତୁ: ୨୬ଦିନ ପରେ ଅନଶନ ଭାଙ୍ଗିଲେ ସୋନମ୍ ୱାଙ୍ଗଚୁକ୍, ଦେଶରେ ଶାନ୍ତି ବଜାୟ ରଖିବାକୁ ୱାଙ୍ଗଚୁକ୍ କଲେ ଅପିଲ୍

06 Mar 2021 By The Sakala

ମେହବୁବାଙ୍କୁ ଇଡି ସମନ

ନୂଆଦିଲ୍ଲୀ : ଏକ ମନି ଲଣ୍ଡରିଂ ମାମଲାରେ ଜାମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫ୍ତିଙ୍କୁ ଶୁକ୍ରବାର ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏକ ବର୍ଷରୁ ଅଧିକ ସମୟ ଗୃହବନ୍ଦୀ ରହିବା ପରେ ଗତ ବର୍ଷ ମୁକୁଳିଥିବ ମୁଫ୍ତିଙ୍କୁ ଆସନ୍ତା ୧୫ ତାରିଖରେ ଦିଲ୍ଲୀ ସ୍ଥିତ ଇଡି ମୁଖ୍ୟାଳୟରେ ହାଜର ହେବା ପାଇଁ କୁହାଯାଇଛି।

ଜାମ୍ମୁ-କାଶ୍ମୀର କ୍ରିକେଟ ଆସୋସିଏସନ ଦୁର୍ନୀତି ମାମଲାରେ ଇଡି ଗତ ବର୍ଷ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଗୁପକାର ଘୋଷଣାନାମା (ପିଏଜିଡି)ର ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କ ୧୨ କୋଟି ଟଙ୍କାର ସମ୍ପତ୍ତି ଜବତ କରିଥିଲା। ଏଜେନ୍ସି ମନି ଲଣ୍ଡରିଂ ନିରୋଧି ଆଇନ ଅନୁଯାୟୀ ଏହି କାର୍ଯ୍ୟାନୁଷ୍ଠାନ ନେଇଥିଲା। ଶ୍ରୀନଗରର ଗୁପକାର ରୋଡ ସ୍ଥିତ ବାସଭବନ, ତନମାର୍ଗର କଟିପୁରା ତହସିଲ ଏବଂ ଜାମ୍ମୁରେ ଥିବା ସମ୍ପତ୍ତିକୁ ଇଡି ଜବତ କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର