ଆଣ୍ଡାମାନ ଛୁଇଁଲା ମୌସୁମୀ

The Sakala Picture
Published On

ନୂଆଦିଲ୍ଲୀ: ଆଣ୍ଡାମାନ ସାଗରରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି । ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ ଠିକଠାକ ରୁହେ ଜୁନ୍‌ ୬ କିମ୍ବା ୭ରେ ଓଡ଼ିଶା ମୌସୁମୀର ପ୍ରଥମ ସ୍ପର୍ଶ ପାଇବ । ଏବର୍ଷ ମୌସୁମୀ ବାୟୁ ଭାରତରେ ସଅଳ ପ୍ରବେଶ […]

ନୂଆଦିଲ୍ଲୀ: ଆଣ୍ଡାମାନ ସାଗରରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି । ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ ଠିକଠାକ ରୁହେ ଜୁନ୍‌ ୬ କିମ୍ବା ୭ରେ ଓଡ଼ିଶା ମୌସୁମୀର ପ୍ରଥମ ସ୍ପର୍ଶ ପାଇବ ।

ଆହୁରି ପଢ଼ନ୍ତୁ: ପୁଣେ କେତନ ଅଗ୍ରୱାଲ ହତ୍ୟାକାଣ୍ଡ: ପ୍ରଥମେ କେତନଙ୍କୁ ଅପାହିଜ କରିବାକୁ ଯୋଜନା କରିଥିଲେ ସିୟା ଓ ଚେତନ, ପରେ ରଚିଲେ ହତ୍ୟା ଷଡ଼ଯନ୍ତ୍ର

ଏବର୍ଷ ମୌସୁମୀ ବାୟୁ ଭାରତରେ ସଅଳ ପ୍ରବେଶ କରିଛି । ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା, ଏବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ଭାରତରେ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରତିବର୍ଷ ମୌସୁମୀ ପ୍ରାୟତଃ ଜୁନ୍‌ ୧ ତାରିଖରେ କେରଳ ଉପକୂଳ ଛୁଇଁଥାଏ । ଏବର୍ଷ ଆଗୁଆ ଆସିବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ସେନାକୁ ତ୍ରୁଟିପୂର୍ଣ୍ଣ ଗୋଳାବାରୁଦ ଯୋଗାଣ ଯୋଗୁଁ ୬୨.୧୦ କୋଟି କ୍ଷତି, 'ଧନୁଷ' ପ୍ରକଳ୍ପ ବିଳମ୍ବ ନେଇ PAC ର ଉଦ୍‌ବେଗ

16 May 2022 By The Sakala

ଆଣ୍ଡାମାନ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: ଆଣ୍ଡାମାନ ସାଗରରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି । ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ ଠିକଠାକ ରୁହେ ଜୁନ୍‌ ୬ କିମ୍ବା ୭ରେ ଓଡ଼ିଶା ମୌସୁମୀର ପ୍ରଥମ ସ୍ପର୍ଶ ପାଇବ ।

ଏବର୍ଷ ମୌସୁମୀ ବାୟୁ ଭାରତରେ ସଅଳ ପ୍ରବେଶ କରିଛି । ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା, ଏବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ଭାରତରେ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରତିବର୍ଷ ମୌସୁମୀ ପ୍ରାୟତଃ ଜୁନ୍‌ ୧ ତାରିଖରେ କେରଳ ଉପକୂଳ ଛୁଇଁଥାଏ । ଏବର୍ଷ ଆଗୁଆ ଆସିବା ସମ୍ଭାବନା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର