ସାଂସଦଙ୍କ ଦରମା ଓ ଭତ୍ତା ବୃଦ୍ଧି କଲେ କେନ୍ଦ୍ର ସରକାର

The Sakala Picture
Published On

ଭୁବନେଶ୍ବର: ସାଂସଦଙ୍କ ଦରମା ଓ ଭତ୍ତା ବୃଦ୍ଧି କଲେ କେନ୍ଦ୍ର ସରକାର। ସାଂସଦଙ୍କ ଦରମା ୧ ଲକ୍ଷରୁ ୧ ଲକ୍ଷ ୨୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସାଂସଦଙ୍କ ଦୈନିକ ଭତ୍ତା ୨ ହଜାରରୁ ୨୫୦୦କୁ ବୃଦ୍ଧି ହୋଇଛି।  ପୂର୍ବତନ ସାଂସଦଙ୍କ ପେନସନ୍ ୨୫ ହଜାରରୁ ୩୧ ହଜାରକୁ ବୃଦ୍ଧି କରାଯାଇଛି। ଏହା  ୨୦୨୩ ଏପ୍ରିଲ ୧ ତାରିଖରୁ ପିଛିଲା ଭାବେ ଲାଗୁ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

ଆହୁରି ପଢ଼ନ୍ତୁ: କୁଲଗାମ ଏନକାଉଣ୍ଟର: ସୁରକ୍ଷାବଳଙ୍କ ଗୁଳିରେ ନିହତ ହେଲା ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ଲତିଫ ଭଟ୍ଟ

ଆହୁରି ପଢ଼ନ୍ତୁ: କୁଲଗାମରେ ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ଲସ୍କର ଆତଙ୍କବାଦୀ ଲତିଫ୍ ଭଟ୍ଟ ନିହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର