ଭୁବନେଶ୍ବର: ସାଂସଦଙ୍କ ଦରମା ଓ ଭତ୍ତା ବୃଦ୍ଧି କଲେ କେନ୍ଦ୍ର ସରକାର। ସାଂସଦଙ୍କ ଦରମା ୧ ଲକ୍ଷରୁ ୧ ଲକ୍ଷ ୨୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସାଂସଦଙ୍କ ଦୈନିକ ଭତ୍ତା ୨ ହଜାରରୁ ୨୫୦୦କୁ ବୃଦ୍ଧି ହୋଇଛି। ପୂର୍ବତନ ସାଂସଦଙ୍କ ପେନସନ୍ ୨୫ ହଜାରରୁ ୩୧ ହଜାରକୁ ବୃଦ୍ଧି କରାଯାଇଛି। ଏହା ୨୦୨୩ ଏପ୍ରିଲ ୧ ତାରିଖରୁ ପିଛିଲା ଭାବେ ଲାଗୁ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
ସାଂସଦଙ୍କ ଦରମା ଓ ଭତ୍ତା ବୃଦ୍ଧି କଲେ କେନ୍ଦ୍ର ସରକାର