ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୦ ମୃତ, ୨୦ରୁ ଉର୍ଦ୍ଧ୍ବ ଗୁରୁତର

The Sakala Picture
Published On

ମୁମ୍ବାଇ: ମହାରାଷ୍ଟ୍ରର ଧୁଲେ ଜିଲ୍ଲାର ଶିରପୁର ତାଲୁକାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ କାର୍‌କୁ ପଛରୁ ପିଟିଲା ଟ୍ରକ । ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ଯାଞ୍ଚରେ ଟ୍ରକର ବ୍ରେକ୍ ଫେଲ୍ ଯୋଗୁ ଦୁର୍ଘଟଣା ହୋଇଛି ବୋଲି କୁହାଯାଉଛି । ସୂଚନା ଅନୁଯାୟୀ, ଏହି ଭୟଙ୍କର ଦୁର୍ଘଟଣା ମୁମ୍ବାଇ-ଆଗ୍ରା ଏକ୍ସପ୍ରେସ ହାଇଓ୍ବରେ […]

ମୁମ୍ବାଇ: ମହାରାଷ୍ଟ୍ରର ଧୁଲେ ଜିଲ୍ଲାର ଶିରପୁର ତାଲୁକାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ କାର୍‌କୁ ପଛରୁ ପିଟିଲା ଟ୍ରକ । ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ଯାଞ୍ଚରେ ଟ୍ରକର ବ୍ରେକ୍ ଫେଲ୍ ଯୋଗୁ ଦୁର୍ଘଟଣା ହୋଇଛି ବୋଲି କୁହାଯାଉଛି ।

ଆହୁରି ପଢ଼ନ୍ତୁ: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା: ଜାମିନ ଖାରଜ, ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ

ସୂଚନା ଅନୁଯାୟୀ, ଏହି ଭୟଙ୍କର ଦୁର୍ଘଟଣା ମୁମ୍ବାଇ-ଆଗ୍ରା ଏକ୍ସପ୍ରେସ ହାଇଓ୍ବରେ ହୋଇଛି । ଟ୍ରକର ବ୍ରେକ୍ ଫେଲ୍ ହେବା ପରେ ନିୟନ୍ତ୍ରଣ ହରାଇଥିଲେ । ରାସ୍ତା ପାର୍ଶ୍ବରେ ଛିଡ଼ା ହୋଇଥିବା ଗୋଟିଏ କାର୍ ଓ ଦୁଇଟି ମଟର ସାଇକେଲ୍ ଉପରେ ମାଡିଯାଇଥିଲା । ଫଳରେ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ବ ଗୁରୁତର ଭାବେ ଆହତ ହୋଇଛନ୍ତି । ପୁଲିସ ଓ ରେସକ୍ୟୁ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଶିରପୁର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।

ଆହୁରି ପଢ଼ନ୍ତୁ: ପ୍ରଶ୍ନପତ୍ର ଲିକକୁ ନେଇ କଡ଼ା ଆଇନ ଆଣିବେ କେନ୍ଦ୍ର ସରକାର, ଆସନ୍ତା ସପ୍ତାହରେ ସଂସଦରେ ଆସିବ ବିଲ୍

04 Jul 2023 By The Sakala

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୦ ମୃତ, ୨୦ରୁ ଉର୍ଦ୍ଧ୍ବ ଗୁରୁତର

ମୁମ୍ବାଇ: ମହାରାଷ୍ଟ୍ରର ଧୁଲେ ଜିଲ୍ଲାର ଶିରପୁର ତାଲୁକାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ କାର୍‌କୁ ପଛରୁ ପିଟିଲା ଟ୍ରକ । ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ଯାଞ୍ଚରେ ଟ୍ରକର ବ୍ରେକ୍ ଫେଲ୍ ଯୋଗୁ ଦୁର୍ଘଟଣା ହୋଇଛି ବୋଲି କୁହାଯାଉଛି ।

ସୂଚନା ଅନୁଯାୟୀ, ଏହି ଭୟଙ୍କର ଦୁର୍ଘଟଣା ମୁମ୍ବାଇ-ଆଗ୍ରା ଏକ୍ସପ୍ରେସ ହାଇଓ୍ବରେ ହୋଇଛି । ଟ୍ରକର ବ୍ରେକ୍ ଫେଲ୍ ହେବା ପରେ ନିୟନ୍ତ୍ରଣ ହରାଇଥିଲେ । ରାସ୍ତା ପାର୍ଶ୍ବରେ ଛିଡ଼ା ହୋଇଥିବା ଗୋଟିଏ କାର୍ ଓ ଦୁଇଟି ମଟର ସାଇକେଲ୍ ଉପରେ ମାଡିଯାଇଥିଲା । ଫଳରେ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ବ ଗୁରୁତର ଭାବେ ଆହତ ହୋଇଛନ୍ତି । ପୁଲିସ ଓ ରେସକ୍ୟୁ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଶିରପୁର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର