ଦିଲ୍ଲୀ ବିସ୍ଫୋରଣ ଘଟଣା, ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ...

ଭୁବନେଶ୍ବର: ରାଜଧାନୀ ଦିଲ୍ଲୀରେ ବିସ୍ଫୋରଣ ଘଟଣା। ଦୁଃଖ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିସ୍ଫୋରଣରେ ପ୍ରାଣ ହରାଇଥିବା ମୃତକଙ୍କ ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ତେବେ ପୁରୀ ଭଳି ନୂଆପଡା, ଭୁବନେଶ୍ବର, କଟକ, ଖୋର୍ଦ୍ଧା, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ଗଞ୍ଜାମକୁ ହାଇ ଆଲର୍ଟ ଜାରି କରାଯାଇଛି।

About The Author: Deviprasad Mohanty