ଦେଶରେ ପୁଣି ବଢିଲା କରୋନା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ପୁଣି ବଢ଼ିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ଆଜି ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସକ୍ରିୟ ମାମଲା ୨୮ ହଜାର ପାର କରିଥିବା ବେଳେ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଏହା […]

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ପୁଣି ବଢ଼ିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ଆଜି ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସକ୍ରିୟ ମାମଲା ୨୮ ହଜାର ପାର କରିଥିବା ବେଳେ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଏହା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୬,୦୫୦ ଛୁଇଁଛି।

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର