ନେପାଳରେ ବନ୍ୟା ଓ ଭୂସ୍ଖଳନ: ୫ମୃତ, ୨୫ରୁ ଅଧିକ ନିଖୋଜ

The Sakala Picture
Published On

କାଠମାଣ୍ଡୁ: ନେପାଳରେ ବର୍ଷାର ତାଣ୍ଡବ। ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଏବେ ସଙ୍ଗୀନ ହୋଇପଡିଛି । ବନ୍ୟା ଓ ଭୟଙ୍କର ଭୂସ୍ଖଳନରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଅନ୍ୟପକ୍ଷେ ୨୫ ଜଣରୁ ଅଧିକ ନିଖୋଜ ଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, କୋଶୀର ଏକାଧିକ ଜିଲ୍ଲା ବିଶେଷ କରି ତାପ୍ଲେଜଙ୍ଗ, ପଞ୍ଚଥର, ସଂଖୁବାସଭା, ଓ ତେରହଥୁମରେ ରବିବାର ପ୍ରବଳ ବର୍ଷା ଯୋଗୁ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି । ଏଠାରେ ୫ଜଣଙ୍କ ମୃତ୍ୟୁ […]

କାଠମାଣ୍ଡୁ: ନେପାଳରେ ବର୍ଷାର ତାଣ୍ଡବ। ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଏବେ ସଙ୍ଗୀନ ହୋଇପଡିଛି । ବନ୍ୟା ଓ ଭୟଙ୍କର ଭୂସ୍ଖଳନରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଅନ୍ୟପକ୍ଷେ ୨୫ ଜଣରୁ ଅଧିକ ନିଖୋଜ ଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ମିଳିତ ଜାତିସଂଘ ରିପୋର୍ଟକୁ ଖାରଜ କଲା ଭାରତ: ଯୁବ ଆନ୍ଦୋଳନ ସମ୍ପର୍କିତ ଦାବିକୁ 'ଗୁଜବ' ଓ 'ଅସତ୍ୟ' କହିଲା ନୂଆଦିଲ୍ଲୀ

ସୂଚନା ଅନୁଯାୟୀ, କୋଶୀର ଏକାଧିକ ଜିଲ୍ଲା ବିଶେଷ କରି ତାପ୍ଲେଜଙ୍ଗ, ପଞ୍ଚଥର, ସଂଖୁବାସଭା, ଓ ତେରହଥୁମରେ ରବିବାର ପ୍ରବଳ ବର୍ଷା ଯୋଗୁ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି । ଏଠାରେ ୫ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୮ଜଣଙ୍କ ପତ୍ତା ମିଳୁନି । ଅନେକ ସ୍ଥାନରେ ଭୂସ୍ଖଳନ ଯୋଗୁ ରାସ୍ତା, ଓ ବ୍ରିଜ୍ ନଷ୍ଟ ହୋଇଯାଇଛି । ଆଗାମୀ ଦିନରେ ନେପାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଚେତାବନୀ ଦେଇଛି । ତେଣୁ ନଦୀର ଜଳସ୍ତର ଆହୁରି ବ ଢିବା ଆଶଙ୍କା ରହିଛି ।

ଆହୁରି ପଢ଼ନ୍ତୁ: ୟେମେନ୍ ସରକାରୀ ସେନା ଶିବିର ଉପରେ ହୁଥି ବିଦ୍ରୋହୀଙ୍କ ବଡ଼ ଆକ୍ରମଣ, ୧୮ ନିହତ

 

ଆହୁରି ପଢ଼ନ୍ତୁ: ଭାରତ-ଆମେରିକା ସମ୍ପର୍କ ହେବ ଆହୁରି ସୁଦୃଢ଼: ମାର୍କୋ ରୁବିଓଙ୍କ ଗସ୍ତରେ ବାଣିଜ୍ୟ, ସୁରକ୍ଷା ଓ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ

 

 

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର