ବଜେଟ୍-୨୦୨୨-୨୩: ବେରୋଜଗାର ଏବଂ ବେକାରୀ ସମସ୍ୟା ହଟାଇବା ପାଇଁ ସୃଷ୍ଟି ହେବ ୬୦ ଲକ୍ଷ ନିଯୁକ୍ତି

The Sakala Picture
Published On

ନୂଆଦିଲ୍ଲୀ : ସଂସଦରେ ବର୍ଷ ୨୦୨୨-୨୩ ପାଇଁ ବଜେଟ ଆଗତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ଯୁବପୀଢିଙ୍କ ପାଇଁ ବଡ ଘୋଷଣା କରାଯାଇଛି । ଆତ୍ମନିର୍ଭର ଭାରତ ଅନ୍ତର୍ଗତରେ ସୃଷ୍ଟି ହେବ ୬୦ ଲକ୍ଷ ନୂଆ ନିଯୁକ୍ତି ଏବଂ ଏହା ସହିତ ଆସନ୍ତା ୫ ବର୍ଷରେ ୩୦ ଲକ୍ଷ କୋଟି ଅତିରିକ୍ତ ଉତ୍ପାଦନ ହେବ । ଯାହାଦ୍ୱାରା ଦେଶରେ ବେରୋଜଗାର ଏବଂ ବେକାରୀ ସମସ୍ୟା ଦୂର ହେବ ବୋଲି ଆଶା କରାଯାଉଛି […]

ନୂଆଦିଲ୍ଲୀ : ସଂସଦରେ ବର୍ଷ ୨୦୨୨-୨୩ ପାଇଁ ବଜେଟ ଆଗତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ଯୁବପୀଢିଙ୍କ ପାଇଁ ବଡ ଘୋଷଣା କରାଯାଇଛି । ଆତ୍ମନିର୍ଭର ଭାରତ ଅନ୍ତର୍ଗତରେ ସୃଷ୍ଟି ହେବ ୬୦ ଲକ୍ଷ ନୂଆ ନିଯୁକ୍ତି ଏବଂ ଏହା ସହିତ ଆସନ୍ତା ୫ ବର୍ଷରେ ୩୦ ଲକ୍ଷ କୋଟି ଅତିରିକ୍ତ ଉତ୍ପାଦନ ହେବ । ଯାହାଦ୍ୱାରା ଦେଶରେ ବେରୋଜଗାର ଏବଂ ବେକାରୀ ସମସ୍ୟା ଦୂର ହେବ ବୋଲି ଆଶା କରାଯାଉଛି । ଏହି ବଜେଟ୍‌ ଯୋଗେ କୃଷକ, ଯୁବପୀଢିଙ୍କୁ ଫାଇଦା ମିଳିବ। ଚଳିତ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୯.୨% ରହିଛି। ଆଗକୁ ଭାରତର ଅଭିବୃଦ୍ଧି ହାର ୯.୨୭% ଲକ୍ଷ୍ୟ ରଖାଯାଇଛି ।

ଆହୁରି ପଢ଼ନ୍ତୁ: ପ୍ରଶ୍ନପତ୍ର ଲିକକୁ ନେଇ କଡ଼ା ଆଇନ ଆଣିବେ କେନ୍ଦ୍ର ସରକାର, ଆସନ୍ତା ସପ୍ତାହରେ ସଂସଦରେ ଆସିବ ବିଲ୍

ଏହା ସହିତ ଦେଶରେ ୪୦୦ ନୂଆ ବନ୍ଦେ ଭାରତ ଟ୍ରେନ୍ ଆଗାମୀ ୩ ବର୍ଷରେ ତିଆରି ହେବ । ପର୍ବତମାଳା ଅନ୍ତର୍ଗତରେ ପାହାଡି ଅଂଚଳରେ ପିପିପି ମୋଡରେ ରାସ୍ତା ନିର୍ମାଣ କରାଯିବ ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ୍ ମିଡିଆରେ କୋର୍ଟ ପ୍ରୋସିଡିଙ୍ଗସ୍ ଭିଡିଓର ବ୍ୟବହାର ଓ ମୋନେଟାଇଜେସନ୍ ଉପରେ ରୋକ୍

01 Feb 2022 By The Sakala

ବଜେଟ୍-୨୦୨୨-୨୩: ବେରୋଜଗାର ଏବଂ ବେକାରୀ ସମସ୍ୟା ହଟାଇବା ପାଇଁ ସୃଷ୍ଟି ହେବ ୬୦ ଲକ୍ଷ ନିଯୁକ୍ତି

ନୂଆଦିଲ୍ଲୀ : ସଂସଦରେ ବର୍ଷ ୨୦୨୨-୨୩ ପାଇଁ ବଜେଟ ଆଗତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ଯୁବପୀଢିଙ୍କ ପାଇଁ ବଡ ଘୋଷଣା କରାଯାଇଛି । ଆତ୍ମନିର୍ଭର ଭାରତ ଅନ୍ତର୍ଗତରେ ସୃଷ୍ଟି ହେବ ୬୦ ଲକ୍ଷ ନୂଆ ନିଯୁକ୍ତି ଏବଂ ଏହା ସହିତ ଆସନ୍ତା ୫ ବର୍ଷରେ ୩୦ ଲକ୍ଷ କୋଟି ଅତିରିକ୍ତ ଉତ୍ପାଦନ ହେବ । ଯାହାଦ୍ୱାରା ଦେଶରେ ବେରୋଜଗାର ଏବଂ ବେକାରୀ ସମସ୍ୟା ଦୂର ହେବ ବୋଲି ଆଶା କରାଯାଉଛି । ଏହି ବଜେଟ୍‌ ଯୋଗେ କୃଷକ, ଯୁବପୀଢିଙ୍କୁ ଫାଇଦା ମିଳିବ। ଚଳିତ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୯.୨% ରହିଛି। ଆଗକୁ ଭାରତର ଅଭିବୃଦ୍ଧି ହାର ୯.୨୭% ଲକ୍ଷ୍ୟ ରଖାଯାଇଛି ।

ଏହା ସହିତ ଦେଶରେ ୪୦୦ ନୂଆ ବନ୍ଦେ ଭାରତ ଟ୍ରେନ୍ ଆଗାମୀ ୩ ବର୍ଷରେ ତିଆରି ହେବ । ପର୍ବତମାଳା ଅନ୍ତର୍ଗତରେ ପାହାଡି ଅଂଚଳରେ ପିପିପି ମୋଡରେ ରାସ୍ତା ନିର୍ମାଣ କରାଯିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର