ଟ୍ରମ୍ପ୍‌ଙ୍କୁ ଶକ୍ତ ଝଟ୍‌କା, ଭେନେଜୁଏଲାର ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର...

ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ପାଇଁ ନୋବେଲ୍ ଶାନ୍ତି ପୁରସ୍କାର...

Deviprasad Mohanty Picture
Published On

ନୂଆଦିଲ୍ଲୀ: ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କୁ ଶକ୍ତ ଝଟ୍‌କା। ମିଳିଲାନି ନୋବେଲ ଶାନ୍ତି ପୁରସ୍କାର। ଭେନେଜୁଏଲାର ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର। ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ପାଇଁ ଏହି ସମ୍ମାନଜନକ ନୋବେଲ୍ ପୁରସ୍କାର ପ୍ରଦାନ କରାଯିବ। ଏକଛତ୍ରବାଦରୁ ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ମାରିଆଙ୍କୁ ନୋବେଲ୍ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ। 

ଆହୁରି ପଢ଼ନ୍ତୁ: କାଲି ଶପଥ ନେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ ଶାହ, ଆଜି ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଓଲି

10 Oct 2025 By Deviprasad Mohanty

ଟ୍ରମ୍ପ୍‌ଙ୍କୁ ଶକ୍ତ ଝଟ୍‌କା, ଭେନେଜୁଏଲାର ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର...

ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ପାଇଁ ନୋବେଲ୍ ଶାନ୍ତି ପୁରସ୍କାର...

ନୂଆଦିଲ୍ଲୀ: ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କୁ ଶକ୍ତ ଝଟ୍‌କା। ମିଳିଲାନି ନୋବେଲ ଶାନ୍ତି ପୁରସ୍କାର। ଭେନେଜୁଏଲାର ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର। ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ପାଇଁ ଏହି ସମ୍ମାନଜନକ ନୋବେଲ୍ ପୁରସ୍କାର ପ୍ରଦାନ କରାଯିବ। ଏକଛତ୍ରବାଦରୁ ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ମାରିଆଙ୍କୁ ନୋବେଲ୍ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର