ଅର୍ଥନୀତିରେ ନୋବେଲ : ୨୦୨୧ ମସିହା ପାଇଁ ତିନିଜଣ ଅର୍ଥନୀତିଜ୍ଞଙ୍କୁ ମିଳିବ ପୁରସ୍କାର

The Sakala Picture
Published On

ନୂଆଦିଲ୍ଲୀ: ଅର୍ଥନୀତିରେ ଆଉ ତିନି ଜଣଙ୍କୁ ମିଳିବ ନୋବେଲ ପୁରସ୍କାର । ଡେଭିଡ କାର୍ଡ, ଜୋସୁଆ ଆଙ୍ଗ୍ରିଷ୍ଟ ଓ ଗୁଇଡୋ ଇମ୍ବେନ୍ସଙ୍କୁ ମିଳିବ ନୋବେଲ ପୁରସ୍କାର । ଶ୍ରମ ଅର୍ଥନୀତି ଲାଗି ଉଲ୍ଲେଖନୀୟ ଅବଦାନ ସକାଶେ ସେମାନଙ୍କୁ ମିଳିବ ପୁରସ୍କାର । କାନାଡାରେ ଅର୍ଥନୀତିଜ୍ଞ ଡେଭିଡ କାର୍ଡ, ଆମେରିକାର ଅର୍ଥନୀତିଜ୍ଞ ଜୋସୁଆ ଆଙ୍ଗ୍ରିଷ୍ଟ ଓ ଗୁଇଡୋ ଇମ୍ବେନ୍ସଙ୍କୁ ମିଳିବ ନୋବେଲ ପୁରସ୍କାର । ଏନେଇ ରୟାଲ ସୁଇଡିସ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି । BREAKING NEWS: […]

ନୂଆଦିଲ୍ଲୀ: ଅର୍ଥନୀତିରେ ଆଉ ତିନି ଜଣଙ୍କୁ ମିଳିବ ନୋବେଲ ପୁରସ୍କାର । ଡେଭିଡ କାର୍ଡ, ଜୋସୁଆ ଆଙ୍ଗ୍ରିଷ୍ଟ ଓ ଗୁଇଡୋ ଇମ୍ବେନ୍ସଙ୍କୁ ମିଳିବ ନୋବେଲ ପୁରସ୍କାର । ଶ୍ରମ ଅର୍ଥନୀତି ଲାଗି ଉଲ୍ଲେଖନୀୟ ଅବଦାନ ସକାଶେ ସେମାନଙ୍କୁ ମିଳିବ ପୁରସ୍କାର । କାନାଡାରେ ଅର୍ଥନୀତିଜ୍ଞ ଡେଭିଡ କାର୍ଡ, ଆମେରିକାର ଅର୍ଥନୀତିଜ୍ଞ ଜୋସୁଆ ଆଙ୍ଗ୍ରିଷ୍ଟ ଓ ଗୁଇଡୋ ଇମ୍ବେନ୍ସଙ୍କୁ ମିଳିବ ନୋବେଲ ପୁରସ୍କାର । ଏନେଇ ରୟାଲ ସୁଇଡିସ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ


ଅର୍ଥନୈତିକ ବିଜ୍ଞାନରେ ନୋବେଲ ପୁରସ୍କାର ରୟାଲ ସ୍ୱିଡେନ ଏକାଡେମୀ ଅଫ ସାଇନ୍ସ ଷ୍ଟକହୋମ ଦ୍ୱାରା ପ୍ରଦାନ କରାଯାଉଛି। ନୋବେଲ ଫାଉଣ୍ଡେସନକୁ ୧୯୬୮ ମସିହାରେ ବ୍ୟାଙ୍କର ୩୦୦ତମ ବାର୍ଷିକୀରେ ସେଭେରିଜ୍ ରିକ୍ସବ୍ୟାଙ୍କରୁ ଏକ ଦାନ ଗ୍ରହଣ କରିଥିଲା । ଏହି ପୁରସ୍କାର ସେହି ଦାନ ଉପରେ ଆଧାରିତ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର