ନୁପୂର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା : ଆଜି ଦେଶରେ ଯାହା ଘଟୁଛି ସେଥିପାଇଁ ଏକା ନୂପୁର ଦାୟୀ
ନୂଆଦିଲ୍ଲୀ : ପ୍ରଫେଟ୍ ମହମ୍ମଦଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିବା ବିଜେପିର ପୂର୍ବତନ ରାଷ୍ଟ୍ରୀୟ ମୁଖପାତ୍ର ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟ କଡା ନିନ୍ଦା କରିଛନ୍ତି। ନୂପୁର ଶର୍ମା ଟିଭି ସାମ୍ନାକୁ ଆସି ସମଗ୍ର ଦେଶବାସୀଙ୍କୁ କ୍ଷମା ମାଗିବାକୁ କହିଛନ୍ତି ସର୍ବୋଚ୍ଚ ଅଦାଲତ। ଏଥିସହ ଉଦୟପୁର ଘଟଣାରେ ତାଙ୍କୁ କୋର୍ଟ ଦାୟୀ କରିଛନ୍ତି। ତାଙ୍କ ଯୋଗୁ ହିଁ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଥିବା ସୁପ୍ରିମକୋର୍ଟ କହିଛନ୍ତି। ପ୍ରଫେଟ୍ ମହମ୍ମଦଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ […]
ନୂଆଦିଲ୍ଲୀ : ପ୍ରଫେଟ୍ ମହମ୍ମଦଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିବା ବିଜେପିର ପୂର୍ବତନ ରାଷ୍ଟ୍ରୀୟ ମୁଖପାତ୍ର ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟ କଡା ନିନ୍ଦା କରିଛନ୍ତି। ନୂପୁର ଶର୍ମା ଟିଭି ସାମ୍ନାକୁ ଆସି ସମଗ୍ର ଦେଶବାସୀଙ୍କୁ କ୍ଷମା ମାଗିବାକୁ କହିଛନ୍ତି ସର୍ବୋଚ୍ଚ ଅଦାଲତ। ଏଥିସହ ଉଦୟପୁର ଘଟଣାରେ ତାଙ୍କୁ କୋର୍ଟ ଦାୟୀ କରିଛନ୍ତି। ତାଙ୍କ ଯୋଗୁ ହିଁ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଥିବା ସୁପ୍ରିମକୋର୍ଟ କହିଛନ୍ତି।
ପ୍ରଫେଟ୍ ମହମ୍ମଦଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିବା ବିଜେପିର ପୂର୍ବତନ ରାଷ୍ଟ୍ରୀୟ ମୁଖପାତ୍ର ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟ କଡା ନିନ୍ଦା କରିଛନ୍ତି। ନୂପୁର ଶର୍ମା ଟିଭି ସାମ୍ନାକୁ ଆସି ସମଗ୍ର ଦେଶବାସୀଙ୍କୁ କ୍ଷମା ମାଗିବାକୁ କହିଛନ୍ତି ସର୍ବୋଚ୍ଚ ଅଦାଲତ। ଏଥିସହ ଉଦୟପୁର ଘଟଣାରେ ତାଙ୍କୁ କୋର୍ଟ ଦାୟୀ କରିଛନ୍ତି। ତାଙ୍କ ଯୋଗୁ ହିଁ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଥିବା ସୁପ୍ରିମକୋର୍ଟ କହିଛନ୍ତି। ଅନ୍ୟପଟେ ଦିଲ୍ଲୀ ପୁଲିସକୁ ମଧ୍ୟ ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି ଯେ ମହମ୍ମଦ ମାମଲାରେ ବିବାଦୀୟ ବୟାନ ଦେଇଥିବା ନୂପୁର ଶର୍ମାଙ୍କ ଘଟଣାରେ କଣ କାର୍ଯ୍ୟାନୁଷ୍ଠାନ ହୋଇଛି । ଯଦି ଟିଭି ଆଙ୍କର ତାଙ୍କୁ ଉସ୍କାଇ ଥିଲେ, ତେବେ ତାଙ୍କ ବିରୋଧରେ ମଧ୍ୟ ଏଫ୍ଆଇଆର୍ ରୁଜୁ ହେବା କଥା । କିନ୍ତୁ ଏହା ହୋଇଛି କି ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି।
ସୁପ୍ରିମକୋର୍ଟ ଆହୁରି କହିଛନ୍ତି, ‘ନୂପୁର ଶର୍ମା ଓ ତାଙ୍କ ମନ୍ତବ୍ୟ ପୂରା ଦେଶରେ ନିଆଁ ଲଗାଇଦେଇଛି। ଉଦୟପୁରରେ ଘଟିଥିବା ଘଟଣା ପାଇଁ ମଧ୍ୟ ସେ ଦାୟୀ। ତେଣୁ ଏବେ କ୍ଷମା ମାଗିଲେ କିଛି ଲାଭ ନାହିଁ। ବେଶ ବିଳମ୍ବ ହୋଇସାରିଲାଣି। ତାଙ୍କ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ଅନେକ ଏଫ୍ଆଇଆର୍ ସତ୍ତ୍ୱେ ତାଙ୍କୁ ଦିଲ୍ଲୀ ପୁଲିସ ଛୁଇଁପାରି ନାହିଁ।’ଉଦୟପୁର ହତ୍ୟା ଘଟଣା ହେଉ ବା ଆଜି ଦେଶରେ ସୃଷ୍ଟି ହୋଇଥିବା ଦଙ୍ଗା ପରିସ୍ଥିତି ହେଉ ସବୁପାଇଁ କେବଳ ନୂପୁର ଶର୍ମା ହିଁ ଦାୟୀ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ତେଣୁ ଏଥିପାଇଁ ନୂପୁର ଶର୍ମା ଗଣମାଧ୍ୟମ ଜରିଆରେ ସାରା ଦେଶକୁ କ୍ଷମା ମାଗନ୍ତୁ ବୋଲି କଡା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।