କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍: ରାଜଧାନୀ ଦିଲ୍ଲୀରୁ ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ

The Sakala Picture
Published On

ନୂଆଦିଲ୍ଲୀ: କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍। ରାଜଧାନୀ ଦିଲ୍ଲୀରେ ଓମିକ୍ରନ୍ ଭାରିଆଣ୍ଟସ୍ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଆଜି ଆଉ ୧୦ଟି ନୂଆ ମାମଲା ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ଦିଲ୍ଲୀରେ ୨୦କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ଏ ନେଇ ସୂଚନା ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ, ଦେଶରେ ମୋଟ ଆକ୍ରାନ୍ତଙ୍କ ୯୭କୁ ବୃଦ୍ଧି ପାଇଛି। ୯୭ ଆକ୍ରାନ୍ତଙ୍କ ମଧ୍ଯରୁ ନୂଆଦିଲ୍ଲୀ- ୨୦, ରାଜସ୍ଥାନ- ୧୭, ଗୁଜୁରାଟ- ୫, […]

ନୂଆଦିଲ୍ଲୀ: କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍। ରାଜଧାନୀ ଦିଲ୍ଲୀରେ ଓମିକ୍ରନ୍ ଭାରିଆଣ୍ଟସ୍ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଆଜି ଆଉ ୧୦ଟି ନୂଆ ମାମଲା ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ଦିଲ୍ଲୀରେ ୨୦କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ଏ ନେଇ ସୂଚନା ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: NCLT-ରେ ସୁଭାଷ ଚନ୍ଦ୍ରଙ୍କ ଦେବାଳିଆ ମାମଲାର ପୁଣି ହେବ ଶୁଣାଣି: ୨୨ ହଜାର କୋଟି ଋଣ ବଦଳରେ ମାତ୍ର ୬.୫ କୋଟି ଦେବା ପ୍ରସ୍ତାବରେ ଫସିଲା ପେଞ୍ଚ

ସୂଚନା ଅନୁଯାୟୀ, ଦେଶରେ ମୋଟ ଆକ୍ରାନ୍ତଙ୍କ ୯୭କୁ ବୃଦ୍ଧି ପାଇଛି। ୯୭ ଆକ୍ରାନ୍ତଙ୍କ ମଧ୍ଯରୁ ନୂଆଦିଲ୍ଲୀ- ୨୦, ରାଜସ୍ଥାନ- ୧୭, ଗୁଜୁରାଟ- ୫, ମହାରାଷ୍ଟ୍ର- ୩୨, ତେଲେଙ୍ଗାନା- ୭, କର୍ଣ୍ଣାଟକ-୮, ଆନ୍ଧ୍ରପ୍ରଦେଶ- ୧, କେରଳ-୫, ତାମିଲନାଡୁ-୧ ଓ ପଶ୍ଚିମବଙ୍ଗରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର