ଭାରତରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍‌, ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୫୩କୁ ବୃଦ୍ଧି

The Sakala Picture
Published On

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍‌। ପୁଣି ରାଜଧାନୀ ଦିଲ୍ଲୀରୁ  ଆଉ ୪ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ମାମଲା୬ କୁ ବୃଦ୍ଧି ପାଇଛି। ସମସ୍ତ ୬ ଜଣ ରୋଗୀଙ୍କ ସାମାନ୍ୟ ଲକ୍ଷଣ ଥିବା ଜଣାପଡ଼ିଛି ଏବଂ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ମଧ୍ୟ ହୋଇଥିବା ସୂଚନା ମିଳିଛି।  ସେହିପରି ରାଜସ୍ଥାନରୁ ଆଉ ୮ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ […]

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍‌। ପୁଣି ରାଜଧାନୀ ଦିଲ୍ଲୀରୁ  ଆଉ ୪ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ମାମଲା୬ କୁ ବୃଦ୍ଧି ପାଇଛି। ସମସ୍ତ ୬ ଜଣ ରୋଗୀଙ୍କ ସାମାନ୍ୟ ଲକ୍ଷଣ ଥିବା ଜଣାପଡ଼ିଛି ଏବଂ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ମଧ୍ୟ ହୋଇଥିବା ସୂଚନା ମିଳିଛି।  ସେହିପରି ରାଜସ୍ଥାନରୁ ଆଉ ୮ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଭାରତରେ ମୋଟ ଓମିକ୍ରନ୍ ସଂକ୍ରମିତ ସଂଖ୍ୟା ବର୍ତ୍ତମାନ ୫୩ କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ଦେଶରେ ସଂକ୍ରମିତ ମୋଟ ଓମିକ୍ରନ୍ ଆକ୍ରନ୍ତ ୫୩ ଜଣଙ୍କ ମଧ୍ଯରୁ। ମହାରାଷ୍ଟ୍ର -୨୦, ରାଜସ୍ଥାନ- ୧୭, ଦିଲ୍ଲୀ- ୬, ଗୁଜୁରାଟ -୪, କର୍ଣ୍ଣାଟକ -୩,  କେରଳ -୧, ଆନ୍ଧ୍ରପ୍ରଦେଶ -୧  ଓ ଚଣ୍ଡିଗଡ଼ -୧ ଜଣ ଲେଖାଏଁ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର