ଲୋକସଭାରେ ଆଗତ ହେଲା ଏକକ ନିର୍ବାଚନ ବିଲ୍‌: ଚାଲିଛି ବିତର୍କ, କଂଗ୍ରେସର ଜୋରଦାର ବିରୋଧ

The Sakala Picture
Published On

ନୂଆଦିଲ୍ଲୀ: ‘ଏକକ ନିର୍ବାଚନ’ ବିଧେୟକ ମଙ୍ଗଳବାର ଲୋକସଭାରେ ଆଗତ ହୋଇଛି । କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ଏହାକୁ ଆଗତ କରିଛନ୍ତି। ଏହି ବିଲକୁ ‘୧୨୯ତମ ସମ୍ବିଧାନ ସଂଶୋଧନ ବିଧେୟକ ୨୦୨୪’ ନାଁରେ ନାମିତ କରାଯାଇଛି । ‘ଓ୍ବାନ ନେସନ ଓ୍ବାନ ଇଲେକ୍ସନ’ ବିଲ୍‌କୁ ନେଇ ବିତର୍କ ଆରମ୍ଭ ହୋଇାଯାଇଛି। ଏନଡିଏକୁ ସମର୍ଥନ କରୁଥିବା ନୀତୀଶ କୁମାରଙ୍କ ଜେଡିୟୁ ଏବଂ ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି ଏହି ବିଧେୟକଙ୍କ ସମର୍ଥନ ଜଣାଇଛି । ସେହିପରି ଏକନାଥ ସିନ୍ଦେ […]

ନୂଆଦିଲ୍ଲୀ: ‘ଏକକ ନିର୍ବାଚନ’ ବିଧେୟକ ମଙ୍ଗଳବାର ଲୋକସଭାରେ ଆଗତ ହୋଇଛି । କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ଏହାକୁ ଆଗତ କରିଛନ୍ତି। ଏହି ବିଲକୁ ‘୧୨୯ତମ ସମ୍ବିଧାନ ସଂଶୋଧନ ବିଧେୟକ ୨୦୨୪’ ନାଁରେ ନାମିତ କରାଯାଇଛି । ‘ଓ୍ବାନ ନେସନ ଓ୍ବାନ ଇଲେକ୍ସନ’ ବିଲ୍‌କୁ ନେଇ ବିତର୍କ ଆରମ୍ଭ ହୋଇାଯାଇଛି।

ଆହୁରି ପଢ଼ନ୍ତୁ: ନିର୍ବାଚନ ଆୟୋଗରେ ବଡ଼ ବିବାଦ: RTI ରିପୋର୍ଟରୁ ଖୁଲାସା ହେଲା ବରିଷ୍ଠ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି

ଏନଡିଏକୁ ସମର୍ଥନ କରୁଥିବା ନୀତୀଶ କୁମାରଙ୍କ ଜେଡିୟୁ ଏବଂ ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି ଏହି ବିଧେୟକଙ୍କ ସମର୍ଥନ ଜଣାଇଛି । ସେହିପରି ଏକନାଥ ସିନ୍ଦେ (ଶିବସେନା) ଗୋଷ୍ଠୀଙ୍କ ପକ୍ଷରୁ ଏହି ବିଲକୁ ସମର୍ଥନ ଦିଆଯାଇଛି।   YRC କଂଗ୍ରେସ ମଧ୍ୟ ଏକ ଦେଶ-ଏକ ନିର୍ବାଚନ ବିଲକୁ ସମର୍ଥନ କରିଥିବାବେଳେ ବିରୋଧୀ କଂଗ୍ରେସର ଜୋରଦାର ବିରୋଧ କରିଛି। ସମାଜବାଦୀ ପାର୍ଟି ପକ୍ଷରୁ ମଧ୍ୟ ବିଲ୍‌କୁ ବିରୋଧ କରାଯାଇଛି।

ଆହୁରି ପଢ଼ନ୍ତୁ: 'ଏହି ସଙ୍କଟ ପାଇଁ ଆପଣମାନେ ଦାୟୀ': କାର୍ବନ ନିର୍ଗମନ ଓ ଜଳବାୟୁ ପାଣ୍ଠିକୁ ନେଇ ପାଶ୍ଚାତ୍ୟ ଦେଶଗୁଡ଼ିକୁ ସମାଲୋଚନା କଲେ ପୀୟୂଷ ଗୋୟଲ

 

ଆହୁରି ପଢ଼ନ୍ତୁ: ଭାରତର ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଆମେରିକାରେ ଗିରଫ, ରହିଛି ଅନେକ ହତ୍ୟା ଏବଂ ଅପରାଧ ମାମଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର