ଅବନ୍ତିପୁରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ, ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

The Sakala Picture
Published On

ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲ୍ଲା ଅବନ୍ତିପୁରାରେ ଆଜି ସକାଳେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ରବିବାର ଆତଙ୍କବାଦୀ ଜଣେ କାଶ୍ମୀର ପଣ୍ଡିତଙ୍କୁ ମାରି ଦେଇଥିଲେ । ଦିନକ ପରେ ସୁରକ୍ଷା କର୍ମୀ ଜଣେ ଆତଙ୍କବାଦୀକୁ ଏନକାଉଣ୍ଟର କରିଛନ୍ତି । ଏବେବି ପୁରା ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରହିଛି । ସୂଚନା ଅନୁସାରେ, ଅବନ୍ତିପୁରାରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ନେଇ […]

ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲ୍ଲା ଅବନ୍ତିପୁରାରେ ଆଜି ସକାଳେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ରବିବାର ଆତଙ୍କବାଦୀ ଜଣେ କାଶ୍ମୀର ପଣ୍ଡିତଙ୍କୁ ମାରି ଦେଇଥିଲେ । ଦିନକ ପରେ ସୁରକ୍ଷା କର୍ମୀ ଜଣେ ଆତଙ୍କବାଦୀକୁ ଏନକାଉଣ୍ଟର କରିଛନ୍ତି । ଏବେବି ପୁରା ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ହୋଲି ରାତିରେ ଅମ୍ବିକାପୁରରେ ଲୋମହର୍ଷଣକାରୀ ଘଟଣା: ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ, ପାଣି ଟାଙ୍କିରେ ଲୁଚାଇଲା ଶବ

ସୂଚନା ଅନୁସାରେ, ଅବନ୍ତିପୁରାରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ନେଇ ସୂଚନା ମିଳିବା ପରେ ସୋମବାର ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ସେନା । ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚଳାଇଥିଲେ । ଜବାବରେ ସୁରକ୍ଷାକର୍ମୀ ଆତଙ୍କୀଙ୍କୁ ଏନକାଣ୍ଟର କରିଥିଲେ । ଏଥିରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । କାଶ୍ମୀର ଜୋନ୍ ପୋଲିସର ସୂଚନାନୁସାରେ ନିହତ ଆତଙ୍କବାଦୀର ମୃତଦେହ ଏପର୍ଯ୍ୟନ୍ତ ଉଦ୍ଧାର କରାଯାଇ ନାହିଁ। ଏହି ଅଞ୍ଚଳରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ରହିଥିବାରୁ ସେନା ଏହି ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେସନ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

28 Feb 2023 By The Sakala

ଅବନ୍ତିପୁରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ, ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲ୍ଲା ଅବନ୍ତିପୁରାରେ ଆଜି ସକାଳେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ରବିବାର ଆତଙ୍କବାଦୀ ଜଣେ କାଶ୍ମୀର ପଣ୍ଡିତଙ୍କୁ ମାରି ଦେଇଥିଲେ । ଦିନକ ପରେ ସୁରକ୍ଷା କର୍ମୀ ଜଣେ ଆତଙ୍କବାଦୀକୁ ଏନକାଉଣ୍ଟର କରିଛନ୍ତି । ଏବେବି ପୁରା ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରହିଛି ।

ସୂଚନା ଅନୁସାରେ, ଅବନ୍ତିପୁରାରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ନେଇ ସୂଚନା ମିଳିବା ପରେ ସୋମବାର ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ସେନା । ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚଳାଇଥିଲେ । ଜବାବରେ ସୁରକ୍ଷାକର୍ମୀ ଆତଙ୍କୀଙ୍କୁ ଏନକାଣ୍ଟର କରିଥିଲେ । ଏଥିରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । କାଶ୍ମୀର ଜୋନ୍ ପୋଲିସର ସୂଚନାନୁସାରେ ନିହତ ଆତଙ୍କବାଦୀର ମୃତଦେହ ଏପର୍ଯ୍ୟନ୍ତ ଉଦ୍ଧାର କରାଯାଇ ନାହିଁ। ଏହି ଅଞ୍ଚଳରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ରହିଥିବାରୁ ସେନା ଏହି ଅଞ୍ଚଳକୁ ଘେରାଉ କରି ସର୍ଚ୍ଚ ଅପରେସନ ଜାରି ରଖିଛି ।

https://www.thesakala.in/national-international/one-terrorist-killed-in-encounter-in-jammu-and-kashmirs-awantipora/article-19385
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର