ପହଲଗାମ ଆକ୍ରମଣ ଘଟଣା: ଆଜି ବସିବ ଜାମୁ ଓ କାଶ୍ମୀର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ..

The Sakala Picture
Published On

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣ ଘଟଣା। ଆଜି ବସିବ ଜାମୁ ଓ କାଶ୍ମୀର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ। ଏନେଇ ବିଜ୍ଞପ୍ତି ଜାରି କରିଥିଲେ ଲେଫଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା। ଜାମୁରେ ବସିବାକୁ ଥିବା ଅଧିବେଶନରେ ପହଲଗାମ ଆକ୍ରମଣ ପ୍ରସଙ୍ଗ ଆଲୋଚନା କରାଯିବ। ଅଧିବେଶନରେ ଆତଙ୍କବାଦକୁ ବିରୋଧ କରି ପ୍ରସ୍ତାବ ଗ୍ରହଣ କରାଯିବା ସମ୍ଭାବନା ରହିଛି। ଏହା ସହ ଗୃହରେ ବିଭିନ୍ନ ଦଳର ନେତାମାନେ ଆତଙ୍କବାଦ ହମଲା ପ୍ରସଙ୍ଗରେ ଆଲୋଚନା କରିବେ। ଏହି ଅଧିବେଶନ କାଳରେ ଅନ୍ୟ କୌଣସି […]

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣ ଘଟଣା। ଆଜି ବସିବ ଜାମୁ ଓ କାଶ୍ମୀର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ। ଏନେଇ ବିଜ୍ଞପ୍ତି ଜାରି କରିଥିଲେ ଲେଫଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା। ଜାମୁରେ ବସିବାକୁ ଥିବା ଅଧିବେଶନରେ ପହଲଗାମ ଆକ୍ରମଣ ପ୍ରସଙ୍ଗ ଆଲୋଚନା କରାଯିବ। ଅଧିବେଶନରେ ଆତଙ୍କବାଦକୁ ବିରୋଧ କରି ପ୍ରସ୍ତାବ ଗ୍ରହଣ କରାଯିବା ସମ୍ଭାବନା ରହିଛି। ଏହା ସହ ଗୃହରେ ବିଭିନ୍ନ ଦଳର ନେତାମାନେ ଆତଙ୍କବାଦ ହମଲା ପ୍ରସଙ୍ଗରେ ଆଲୋଚନା କରିବେ।

ଆହୁରି ପଢ଼ନ୍ତୁ: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ: IMD

ଏହି ଅଧିବେଶନ କାଳରେ ଅନ୍ୟ କୌଣସି ପ୍ରସଙ୍ଗ ଆଲୋଚନା ହେବ ନାହିଁ। ଜାମୁ ଓ କାଶ୍ମୀର ପୁନର୍ଗଠନ ଆଇନ ୨୦୧୫ ଅନୁସାରେ ଏହି ଅଧିବେଶନ ଡକାଯାଉଛି। କ୍ୟାବିନେଟର ଅନୁରୋଧ କ୍ରମେ ଅଧିବେଶନ ଆହୂତ କରିଛନ୍ତି ଏଲଜି। ପହଲଗାମ ହମଲାରେ ୨୬ ଜଣଙ୍କ ମୃତ୍ଯୁ ଘଟିବା ପରେ ସାରା ଜାମୁ ଓ କାଶ୍ମୀରରେ କ୍ଷୋଭ ପ୍ରକାଶ ପାଇଛି। ବିଭିନ୍ନ ସ୍ଥାନରେ କରାଯାଉଛି ବିକ୍ଷୋଭ।ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ସ୍ବତନ୍ତ୍ର ଅଧିବେଶନ ଡାକିବା ଲାଗି ନିଷ୍ପତ୍ତି ନିଆଯାଇଥିଲା।

ଆହୁରି ପଢ଼ନ୍ତୁ: ଇରାନ ବିରୋଧରେ ଯୁଦ୍ଧ ମଇଦାନକୁ ଓହ୍ଲାଇଲା ଇସ୍ରାଏଲର ନୌସେନା, ଭୂମଧ୍ୟସାଗରରୁ ମାଡ଼ ହେଉଛି ମିସାଇଲ

28 Apr 2025 By The Sakala

ପହଲଗାମ ଆକ୍ରମଣ ଘଟଣା: ଆଜି ବସିବ ଜାମୁ ଓ କାଶ୍ମୀର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ..

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣ ଘଟଣା। ଆଜି ବସିବ ଜାମୁ ଓ କାଶ୍ମୀର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ। ଏନେଇ ବିଜ୍ଞପ୍ତି ଜାରି କରିଥିଲେ ଲେଫଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା। ଜାମୁରେ ବସିବାକୁ ଥିବା ଅଧିବେଶନରେ ପହଲଗାମ ଆକ୍ରମଣ ପ୍ରସଙ୍ଗ ଆଲୋଚନା କରାଯିବ। ଅଧିବେଶନରେ ଆତଙ୍କବାଦକୁ ବିରୋଧ କରି ପ୍ରସ୍ତାବ ଗ୍ରହଣ କରାଯିବା ସମ୍ଭାବନା ରହିଛି। ଏହା ସହ ଗୃହରେ ବିଭିନ୍ନ ଦଳର ନେତାମାନେ ଆତଙ୍କବାଦ ହମଲା ପ୍ରସଙ୍ଗରେ ଆଲୋଚନା କରିବେ।

ଏହି ଅଧିବେଶନ କାଳରେ ଅନ୍ୟ କୌଣସି ପ୍ରସଙ୍ଗ ଆଲୋଚନା ହେବ ନାହିଁ। ଜାମୁ ଓ କାଶ୍ମୀର ପୁନର୍ଗଠନ ଆଇନ ୨୦୧୫ ଅନୁସାରେ ଏହି ଅଧିବେଶନ ଡକାଯାଉଛି। କ୍ୟାବିନେଟର ଅନୁରୋଧ କ୍ରମେ ଅଧିବେଶନ ଆହୂତ କରିଛନ୍ତି ଏଲଜି। ପହଲଗାମ ହମଲାରେ ୨୬ ଜଣଙ୍କ ମୃତ୍ଯୁ ଘଟିବା ପରେ ସାରା ଜାମୁ ଓ କାଶ୍ମୀରରେ କ୍ଷୋଭ ପ୍ରକାଶ ପାଇଛି। ବିଭିନ୍ନ ସ୍ଥାନରେ କରାଯାଉଛି ବିକ୍ଷୋଭ।ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ସ୍ବତନ୍ତ୍ର ଅଧିବେଶନ ଡାକିବା ଲାଗି ନିଷ୍ପତ୍ତି ନିଆଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର