ତୋଷଖାନା ମାମଲାରେ ଇମ୍ରାନ ଖାନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନ୍
ଇସଲାମବାଦ୍: ତୋଷଖାନା ଦୁର୍ନୀତି ମାମଲାରେ ଇମ୍ରାନ ଖାନ୍ଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କୁ ଇସ୍ଲାମାବାଦ ହାଇକୋର୍ଟ ଆଶ୍ୱସ୍ତି ପ୍ରଦାନ କରିବାକୁ ଯାଇ ତାଙ୍କୁ ଜେଲ୍ରୁ ମୁକ୍ତ କରିବାକୁ ଆଦେଶ ଦେଇଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ନିଷ୍ପତ୍ତି ଉପରେ ରୋକ୍ ଲଗାଇ ଦେଇଛନ୍ତି। ସେପଟେ ପିଟିଆଇ ତରଫରୁ ଏହାକୁ ସମ୍ବିଧାନର ବିଜୟ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: କେଉଁଠି ଘର ନାହିଁ, କେଉଁଠି ଛାତ ନାହିଁ, କେଉଁଠି ଗଳି ନାହିଁ—ଯେଉଁଠି ଦେଖିବେ ସେଇଠି ପ୍ରକୃତିର କରାଳ ରୂପ !