ତୋଷଖାନା ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ

The Sakala Picture
Published On

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଜେଲ୍‌ । ତୋଷଖାନା ମାମଲାରେ ଇମ୍ରାନ ଖାଁଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ ଇସଲାମାବାଦ ଟ୍ରାଏଲ କୋର୍ଟ । ଜେଲ ସହ ୧ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲଗାଯାଇଛି । ଏହା ସହ ୫ ବର୍ଷ ଯାଏ କୌଣସି ନିର୍ବାଚନ ଲଢ଼ି ପାରିବେନି ଇମ୍ରାନ ଖାଁ । ରାୟ ପ୍ରକାଶ ପରେ ଇସଲାମାବାଦ ପୁଲିସ ତାଙ୍କ ବିରୋଧରେ ଗିରଫଦାରୀ ୱାରେଣ୍ଟ ଜାରିକରିଛି । ସୂଚନାଯୋଗ୍ୟ, ୨୦୨୨ […]

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଜେଲ୍‌ । ତୋଷଖାନା ମାମଲାରେ ଇମ୍ରାନ ଖାଁଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ ଇସଲାମାବାଦ ଟ୍ରାଏଲ କୋର୍ଟ । ଜେଲ ସହ ୧ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲଗାଯାଇଛି । ଏହା ସହ ୫ ବର୍ଷ ଯାଏ କୌଣସି ନିର୍ବାଚନ ଲଢ଼ି ପାରିବେନି ଇମ୍ରାନ ଖାଁ । ରାୟ ପ୍ରକାଶ ପରେ ଇସଲାମାବାଦ ପୁଲିସ ତାଙ୍କ ବିରୋଧରେ ଗିରଫଦାରୀ ୱାରେଣ୍ଟ ଜାରିକରିଛି ।

ଆହୁରି ପଢ଼ନ୍ତୁ: ୩ କୋଟିର ରାସ୍ତା ବର୍ଷାରେ ବେହାଲ୍: ଧସିଲା ୯୦ ଫୁଟ୍‌ର ପିଚ୍ ରାସ୍ତା, ବିଚ୍ଛିନ୍ନ ହେଲା ଯୋଗାଯୋଗ

ସୂଚନାଯୋଗ୍ୟ, ୨୦୨୨ ଅଗଷ୍ଟରେ ଯେତେବେଳେ ପାକିସ୍ତାନ ମୁସଲିମ ଲିଗ୍-ନୱାଜ (ପିଏମଏଲ-ଏନ)ଙ୍କ ମିଳିତ ସରକାର ଇମ୍ରାନଙ୍କ ବିରୋଧରେ ମାମଲା ଦାୟର କରିଥିଲା, ସେହି ସମୟରେ ତୋଷଖାନା ବିବାଦ ସାମ୍ନାକୁ ଆସିଥିଲା। ଏଥିରେ ଦାବି କରାଯାଇଥିଲା ଯେ ଇମ୍ରାନ ଖାନ ତୋଷଖାନାକୁ ଦିଆଯାଇଥିବା ଉପହାରଗୁଡ଼ିକ ବିଷୟରେ ତଥ୍ୟ ଖୁଲାସା କରି ନାହାନ୍ତି ଏବଂ କିଛି ଉପହାରର ବେଆଇନ ବିକ୍ରୟରୁ ସେ ଆୟ କରିଛନ୍ତି।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର