ଭାରତ ସହ ଆଲୋଚନା କରିବାକୁ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ତାବ

The Sakala Picture
Published On

ନୂଆଦିଲ୍ଳୀ: ଶେଷରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ । ସିନ୍ଧୁ ଜଳ ଚୁକ୍ତିକୁ ନେଇ ଏବେ ଭାରତ ସହ କଥା ହେବାକୁ ରାଜି ହୋଇଛନ୍ତି ସେହବାଜ । ଇରାନ୍‌ ଗସ୍ତରେ ଥିବା ସେହବାଜ ସରିଫ ସେଠାରେ କହିଛନ୍ତି, ଭାରତ ସହ ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି । ‘ଅପରେସନ୍ ସିନ୍ଦୂର’ର ସଫଳତା ପରେ ପାକିସ୍ତାନକୁ ଅନ୍ତରାଷ୍ଟ୍ରୀୟ ସ୍ତରରେ ଘେରିବାକୁ ଲାଗିଛି ଭାରତ । ଆତଙ୍କବାଦ ପ୍ରସଙ୍ଗ, ପହଲଗାମ ଆକ୍ରମଣ, ପାକିସ୍ତାନର ଆତଙ୍କୀ ପ୍ରେମ ଓ […]

ନୂଆଦିଲ୍ଳୀ: ଶେଷରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ । ସିନ୍ଧୁ ଜଳ ଚୁକ୍ତିକୁ ନେଇ ଏବେ ଭାରତ ସହ କଥା ହେବାକୁ ରାଜି ହୋଇଛନ୍ତି ସେହବାଜ । ଇରାନ୍‌ ଗସ୍ତରେ ଥିବା ସେହବାଜ ସରିଫ ସେଠାରେ କହିଛନ୍ତି, ଭାରତ ସହ ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି ।

ଆହୁରି ପଢ଼ନ୍ତୁ: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ: IMD

‘ଅପରେସନ୍ ସିନ୍ଦୂର’ର ସଫଳତା ପରେ ପାକିସ୍ତାନକୁ ଅନ୍ତରାଷ୍ଟ୍ରୀୟ ସ୍ତରରେ ଘେରିବାକୁ ଲାଗିଛି ଭାରତ । ଆତଙ୍କବାଦ ପ୍ରସଙ୍ଗ, ପହଲଗାମ ଆକ୍ରମଣ, ପାକିସ୍ତାନର ଆତଙ୍କୀ ପ୍ରେମ ଓ ଭାରତର ‘ଅପରେସନ୍ ସିନ୍ଦୂର’ର ସଫଳତା ନେଇ ବିଭିନ୍ନ ଦେଶରେ ଆଲୋଚନା କରୁଛନ୍ତି ଭାରତୀୟ ପ୍ରତିନିଧି ଦଳ । ଆଉ ଭାରତର ଏଭଳି କଡ଼ା ଆଭିମୁଖ୍ୟ ଦେଖି ନିଜ ଛବି ସୁଧାରିବାକୁ ଚାହୁଛି ପାକିସ୍ତାନ । ଏହି ପରିପ୍ରେକ୍ଷୀରେ ଭାରତ ସହ ଆଲୋଚନା କରିବାକୁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତ ଦେଖାଦେଖି ନିଜ ସମର୍ଥିତ ଦେଶ ଭ୍ରମଣରେ ଅଛନ୍ତି ସେହବାଜ ସରିଫ । ତୁର୍କୀ, ଇରାନ, ଅଜରବୈଜାନ ଓ ତାଜାକିସ୍ତାନ ଗସ୍ତରେ ଅଛନ୍ତି ସେହବାଜ ।

ଆହୁରି ପଢ଼ନ୍ତୁ: ଆସନ୍ତା ୧୭ ତାରିଖରେ ହୋଇପାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ବାଦ୍‌ ପଡ଼ିପାରନ୍ତି ଡଜନେ ମନ୍ତ୍ରୀ

27 May 2025 By The Sakala

ଭାରତ ସହ ଆଲୋଚନା କରିବାକୁ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ତାବ

ନୂଆଦିଲ୍ଳୀ: ଶେଷରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ । ସିନ୍ଧୁ ଜଳ ଚୁକ୍ତିକୁ ନେଇ ଏବେ ଭାରତ ସହ କଥା ହେବାକୁ ରାଜି ହୋଇଛନ୍ତି ସେହବାଜ । ଇରାନ୍‌ ଗସ୍ତରେ ଥିବା ସେହବାଜ ସରିଫ ସେଠାରେ କହିଛନ୍ତି, ଭାରତ ସହ ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି ।

‘ଅପରେସନ୍ ସିନ୍ଦୂର’ର ସଫଳତା ପରେ ପାକିସ୍ତାନକୁ ଅନ୍ତରାଷ୍ଟ୍ରୀୟ ସ୍ତରରେ ଘେରିବାକୁ ଲାଗିଛି ଭାରତ । ଆତଙ୍କବାଦ ପ୍ରସଙ୍ଗ, ପହଲଗାମ ଆକ୍ରମଣ, ପାକିସ୍ତାନର ଆତଙ୍କୀ ପ୍ରେମ ଓ ଭାରତର ‘ଅପରେସନ୍ ସିନ୍ଦୂର’ର ସଫଳତା ନେଇ ବିଭିନ୍ନ ଦେଶରେ ଆଲୋଚନା କରୁଛନ୍ତି ଭାରତୀୟ ପ୍ରତିନିଧି ଦଳ । ଆଉ ଭାରତର ଏଭଳି କଡ଼ା ଆଭିମୁଖ୍ୟ ଦେଖି ନିଜ ଛବି ସୁଧାରିବାକୁ ଚାହୁଛି ପାକିସ୍ତାନ । ଏହି ପରିପ୍ରେକ୍ଷୀରେ ଭାରତ ସହ ଆଲୋଚନା କରିବାକୁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତ ଦେଖାଦେଖି ନିଜ ସମର୍ଥିତ ଦେଶ ଭ୍ରମଣରେ ଅଛନ୍ତି ସେହବାଜ ସରିଫ । ତୁର୍କୀ, ଇରାନ, ଅଜରବୈଜାନ ଓ ତାଜାକିସ୍ତାନ ଗସ୍ତରେ ଅଛନ୍ତି ସେହବାଜ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର