ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ...

Deviprasad Mohanty Picture
Published On

ନୂଆଦିଲ୍ଲୀ: ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ । ୧ରୁ ୧୯ ତାରିଖ ଯାଏ ଚାଲିବ ଶୀତ ଅଧିବେଶନ। ଏ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। 

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

କିରଣ ରିଜିଜୁ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ ଡିସେମ୍ବର ୧, ୨୦୨୫ରୁ ଡିସେମ୍ବର ୧୯, ୨୦୨୫ ପର୍ଯ୍ୟନ୍ତ ସଂସଦର ଶୀତକାଳୀନ ଅଧିବେଶନ ପାଇଁ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏକ ସକାରାତ୍ମକ  ଅଧିବେଶନ ପାଇଁ ଆଶା କରାଯାଉଛି। ଯାହା ଆମ ଗଣତନ୍ତ୍ରକୁ ସୁଦୃଢ଼ କରିବ ଏବଂ ଲୋକଙ୍କ ଆକାଂକ୍ଷା ପୂରଣ କରିବ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର