ଲକ୍ଷ୍ମୀପୁର ଖେରୀ ହିଂସାକାଣ୍ଡ ମାମଲା: ମନ୍ତ୍ରୀ ପୁଅଙ୍କ ଜାମିନ ରଦ୍ଦ ପାଇଁ ସୁପ୍ରିମକୋର୍ଟରେ ପିଟିସନ୍

The Sakala Picture
Published On

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରୀରେ ଗାଡ଼ି ଚଢାଇ ଚାଷୀଙ୍କୁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଟେନିଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ରଦ୍ଦ କରିବାକୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶ ବିରୋଧରେ ଓକିଲ ଶିବକୁମାର ତ୍ରିପାଠୀ ଏବଂ ସିଏସ୍ ପଣ୍ଡା ସର୍ବୋଚ୍ଚ ନ୍ୟାୟାଳୟରେ ଏହି ଆବେଦନ କରିଛନ୍ତି। ସେମାନେ କହିଛନ୍ତି ଯେ ମନ୍ତ୍ରୀ ଅଜୟ ମିଶ୍ରଙ୍କୁ ଏହି ମାମଲାରେ ଏପର୍ଯ୍ୟନ୍ତ ଜେରା କରାଯାଇ ନାହିଁ। ଏସ୍ଆଇଟିର […]

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରୀରେ ଗାଡ଼ି ଚଢାଇ ଚାଷୀଙ୍କୁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଟେନିଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ରଦ୍ଦ କରିବାକୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶ ବିରୋଧରେ ଓକିଲ ଶିବକୁମାର ତ୍ରିପାଠୀ ଏବଂ ସିଏସ୍ ପଣ୍ଡା ସର୍ବୋଚ୍ଚ ନ୍ୟାୟାଳୟରେ ଏହି ଆବେଦନ କରିଛନ୍ତି। ସେମାନେ କହିଛନ୍ତି ଯେ ମନ୍ତ୍ରୀ ଅଜୟ ମିଶ୍ରଙ୍କୁ ଏହି ମାମଲାରେ ଏପର୍ଯ୍ୟନ୍ତ ଜେରା କରାଯାଇ ନାହିଁ। ଏସ୍ଆଇଟିର କାର୍ଯ୍ୟ ସନ୍ତୋଷଜନକ ନୁହେଁ ବୋଲି ସେମାନେ ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳ ବନ୍ୟା ବିଭୀଷିକା: ସୁଡ଼ଙ୍ଗରେ ଫସିଛନ୍ତି ଶତାଧିକ ଶ୍ରମିକ, ଜୀବନ ବଞ୍ଚାଇବାକୁ ଚାଲିଛି ଆପ୍ରାଣ ଚେଷ୍ଟା

ଲକ୍ଷ୍ମୀପୁର ଖେରୀ ମାମଲାରେ ଲକ୍ଷ୍ନୌ ହାଇକୋର୍ଟର ଆହ୍ଲାବାଦ ବେଞ୍ଚ୍ ନିକଟରେ ଆଶିଷ ମିଶ୍ରଙ୍କୁ ଜାମିନ ପ୍ରଦାନ କରିଥିଲେ । ବୁଧବାର ଆଶିଷ ଜେଲରୁ ମୁକୁଳିଥିଲେ।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର