ଶସ୍ତା ହେଲା ପେଟ୍ରୋଲ-ଡିଜେଲ, ତୈଳ ଦର ଉପରେ ଉତ୍ପାଦନ ଶୁଳ୍କ କମାଇଲେ କେନ୍ଦ୍ର ସରକାର

The Sakala Picture
Published On

ନୂଆଦିଲ୍ଲୀ : ମିଳିଲା ବଡ ଆଶ୍ବସ୍ତି। ତେଲ ଦର ବୃଦ୍ଧିକୁ ନେଇ ଚିନ୍ତାରେ ଥିବା ଜନତାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ପେଟ୍ରୋଲ ଲିଟର ପିଛା ୯ ଟଙ୍କା ୫୦ ପଇସା, ଡିଜେଲ ୭ ଟଙ୍କା ହ୍ରାସ କରାଯାଇଛି । ଏ ସମ୍ପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟୁଇଟ କରି ଘୋଷଣା କରିଛନ୍ତି । ଆସନ୍ତାକାଲି ସକାଳ ୬ଟାରୁ ନୂତନ ଦର ଲାଗୁ ହେବ। 7/12 We are reducing the […]

ନୂଆଦିଲ୍ଲୀ : ମିଳିଲା ବଡ ଆଶ୍ବସ୍ତି। ତେଲ ଦର ବୃଦ୍ଧିକୁ ନେଇ ଚିନ୍ତାରେ ଥିବା ଜନତାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ପେଟ୍ରୋଲ ଲିଟର ପିଛା ୯ ଟଙ୍କା ୫୦ ପଇସା, ଡିଜେଲ ୭ ଟଙ୍କା ହ୍ରାସ କରାଯାଇଛି । ଏ ସମ୍ପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟୁଇଟ କରି ଘୋଷଣା କରିଛନ୍ତି । ଆସନ୍ତାକାଲି ସକାଳ ୬ଟାରୁ ନୂତନ ଦର ଲାଗୁ ହେବ।

ଆହୁରି ପଢ଼ନ୍ତୁ: ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା: ବିବାହର ୪ ମାସ ନ ପୂରୁଣୁ କମ୍ବଳରେ ମୁହଁ ଚାପି ମାରିଦେଲା

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟୁଇଟ କରି କହିଛନ୍ତି କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ କମାଇବାକୁ ନିଷ୍ପତ୍ତି ନେଇଥିବାରୁ ତୈଳ ଦର ହ୍ରାସ ପାଇବ। ପେଟ୍ରୋଲ ଉପରୁ ଉତ୍ପାଦନ ଶୁଳ୍କ ଲିଟର ପିଛା ୮ ଟଙ୍କା ଓ ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମାଇବାକୁ ନିଷ୍ପତ୍ତି ହୋଇଛି। ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ହ୍ରାସ ପାଇବାକୁ ଯାଉଥିଲେ ମଧ୍ୟ ଏବେ ବି ବିଭିନ୍ନ ସହରରେ ଏହାର ୧୦୦ ଉପରେ ରହିବ। କାରଣ ଏବେ ଅଧିକାଂଶ ସ୍ଥାନରେ ପେଟ୍ରୋଲ ଲିଟର ପିଛା ୧୧୨ ଟଙ୍କା ଉପରେ ରହିଛି।

ତୈଳ ଦର ଉପରେ ଉତ୍ପାଦନ ଶୁଳ୍କ ହ୍ରାସ କରିବା ପରେ ଏହା ଦ୍ବାରା ସରକାର ପ୍ରାୟ ୧ ଲକ୍ଷ କୋଟିର ରାଜସ୍ବ ହରାଇବେ। ତେବେ ରାଜ୍ୟ ସରକାରମାନେ ବି ତେଲ ଉପରୁ ଶୁଳକ ହ୍ରାସ କରି ତାହାର ସୁଫଳ ଲୋକଙ୍କୁ ଦିଅନ୍ତୁ ବୋଲି ସେ କହିଛନ୍ତି ।ସେପଟେ ଉଜ୍ଜ୍ୱଳା ହିତାଧିକାରୀଙ୍କ ଲାଗି ଗ୍ୟାସ ସିଲିଣ୍ଡର ପିଛା ମିଳିବ ୨୦୦ ଟଙ୍କା ରିହାତି । ଏହି ରିହାତି ବାର୍ଷିକ ୧୨ଟି ସିଲିଣ୍ଡର ଲାଗି ଉଦ୍ଦିଷ୍ଟ । ଏନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସେହିପରି ଲୁହା ଓ ଇସ୍ପାତ ଲାଗି ହ୍ରାସ ପାଇଛି ଉତ୍ପାଦ ଶୁଳ୍କ । ସେହିପରି ଇସ୍ପାତ ସାମଗ୍ରୀ ଉପରେ ଲାଗୁ ହୋଇଛି ରପ୍ତାନି ଶୁଳ୍କ ।

21 May 2022 By The Sakala

https://www.thesakala.in/national-international/petrol-price-cut-by-rs-9-5-diesel-by-rs-7-as-govt-slashes-excise-duty/article-11775
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର