‘ମନ୍‌ କୀ ବାତ୍‌’ରେ ୨୬/୧୧ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମନେ ପକାଇ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦୀ

The Sakala Picture
Published On

ନୂଆଦିଲ୍ଲୀ: ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ ୧୦୭ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶ ବାସୀଙ୍କୁ ସମ୍ବୋଧିତ କରିଛନ୍ତି । ମୁମ୍ବାଇ ହମଲାରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।  ନଭେମ୍ବର ୨୬କୁ ଆମେ କେବେ ଭୁଲି ପାରିବା ନାହିଁ।  ଆଜିର ଏହି ଦିନରେ ଭାରତରେ ସବୁଠୁ ଭୟାନକ ଆତଙ୍କବାଦୀ ଆକ୍ରମଣ କରାଯାଇଥିଲା ବୋଲି ମୋଦୀ କହିଛନ୍ତି। ଏଥିସହ ଆଜିର ଦିନକୁ ପୂରା ଦେଶରେ ସମ୍ବିଧାନ ଦିବସ ପାଳନ ହେଉଛି । […]

ନୂଆଦିଲ୍ଲୀ: ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ ୧୦୭ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶ ବାସୀଙ୍କୁ ସମ୍ବୋଧିତ କରିଛନ୍ତି । ମୁମ୍ବାଇ ହମଲାରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।  ନଭେମ୍ବର ୨୬କୁ ଆମେ କେବେ ଭୁଲି ପାରିବା ନାହିଁ।  ଆଜିର ଏହି ଦିନରେ ଭାରତରେ ସବୁଠୁ ଭୟାନକ ଆତଙ୍କବାଦୀ ଆକ୍ରମଣ କରାଯାଇଥିଲା ବୋଲି ମୋଦୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଚାକିରି ନାଁରେ ବିଦେଶରେ ‘ସାଇବର ଦାସତ୍ୱ’: ଯୁବକଙ୍କୁ ବିକ୍ରି କରୁଥିବା ‘ଅଲି ବାବା’ ସହ ୨ ଦଲାଲ ଗିରଫ

ଏଥିସହ ଆଜିର ଦିନକୁ ପୂରା ଦେଶରେ ସମ୍ବିଧାନ ଦିବସ ପାଳନ ହେଉଛି । ୨୬ ନଭେମ୍ବର ଦିନ ସମସ୍ତ ପାଇଁ ସ୍ବତନ୍ତ୍ର । ଏହି ଦିନରେ ସମ୍ବିଧାନ ସଭା ଭାରତର ସମ୍ବିଧାନ ଆପଣାଇଥିଲା । ୨୦୧୫ରେ ଯେତେବେଳେ ଡା. ବି.ଆର୍ ଆମ୍ବେଦକରଙ୍କ ୧୨୫ତମ ଜୟନ୍ତୀ ପାଳନ ହୋଇଥିଲା, ସେହିଦିନ ୨୬ ନଭେମ୍ବରକୁ ସମ୍ବିଧାନ ଦିବସ ରୂପା ପାଳନ ପାଇଁ ସରକାର ଘୋଷଣା କରିଥିଲେ। ସମ୍ବିଧାନ ଦିବସରେ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି

26 Nov 2023 By The Sakala

‘ମନ୍‌ କୀ ବାତ୍‌’ରେ ୨୬/୧୧ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମନେ ପକାଇ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ ୧୦୭ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶ ବାସୀଙ୍କୁ ସମ୍ବୋଧିତ କରିଛନ୍ତି । ମୁମ୍ବାଇ ହମଲାରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।  ନଭେମ୍ବର ୨୬କୁ ଆମେ କେବେ ଭୁଲି ପାରିବା ନାହିଁ।  ଆଜିର ଏହି ଦିନରେ ଭାରତରେ ସବୁଠୁ ଭୟାନକ ଆତଙ୍କବାଦୀ ଆକ୍ରମଣ କରାଯାଇଥିଲା ବୋଲି ମୋଦୀ କହିଛନ୍ତି।

ଏଥିସହ ଆଜିର ଦିନକୁ ପୂରା ଦେଶରେ ସମ୍ବିଧାନ ଦିବସ ପାଳନ ହେଉଛି । ୨୬ ନଭେମ୍ବର ଦିନ ସମସ୍ତ ପାଇଁ ସ୍ବତନ୍ତ୍ର । ଏହି ଦିନରେ ସମ୍ବିଧାନ ସଭା ଭାରତର ସମ୍ବିଧାନ ଆପଣାଇଥିଲା । ୨୦୧୫ରେ ଯେତେବେଳେ ଡା. ବି.ଆର୍ ଆମ୍ବେଦକରଙ୍କ ୧୨୫ତମ ଜୟନ୍ତୀ ପାଳନ ହୋଇଥିଲା, ସେହିଦିନ ୨୬ ନଭେମ୍ବରକୁ ସମ୍ବିଧାନ ଦିବସ ରୂପା ପାଳନ ପାଇଁ ସରକାର ଘୋଷଣା କରିଥିଲେ। ସମ୍ବିଧାନ ଦିବସରେ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

https://www.thesakala.in/national-international/pm-modi-addresses-nation-via-his-monthly-radio-programme-mann-ki-baat/article-27674
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର