ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନ

The Sakala Picture
Published On

ଅହମ୍ମଦାବାଦ: ବିଗିଡ଼ିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନଙ୍କ ସ୍ୱାସ୍ଥ୍ୟବସ୍ଥା । ଅହମ୍ମଦାବାଦ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ତାଙ୍କର ଏବେ ଚିକିତ୍ସା ଚାଲିଛି । ହସ୍ପିଟାଲ ପକ୍ଷରୁ ବୟାନ ଜାରି କରି କୁହାଯାଇଛି ଯେ ଏବେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି । ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ଋଷିକେଶ ପଟେଲ ହୀରାବେନଙ୍କ ହାଲଚାଲ ଜାଣିବା ପାଇଁ ୟୁଏନ ମେହତା ହସ୍ପିଟାଲରେ ପହଞ୍ଚିଛନ୍ତି । କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ […]

ଅହମ୍ମଦାବାଦ: ବିଗିଡ଼ିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନଙ୍କ ସ୍ୱାସ୍ଥ୍ୟବସ୍ଥା । ଅହମ୍ମଦାବାଦ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ତାଙ୍କର ଏବେ ଚିକିତ୍ସା ଚାଲିଛି । ହସ୍ପିଟାଲ ପକ୍ଷରୁ ବୟାନ ଜାରି କରି କୁହାଯାଇଛି ଯେ ଏବେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି । ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ଋଷିକେଶ ପଟେଲ ହୀରାବେନଙ୍କ ହାଲଚାଲ ଜାଣିବା ପାଇଁ ୟୁଏନ ମେହତା ହସ୍ପିଟାଲରେ ପହଞ୍ଚିଛନ୍ତି ।

ଆହୁରି ପଢ଼ନ୍ତୁ: ସିକ୍କିମ ଟନେଲ ଦୁର୍ଘଟଣା: ୨୨ ଜଣଙ୍କ ମୃତଦେହ ଉଦ୍ଧାର, ୩ ନିଖୋଜ ଶ୍ରମିକଙ୍କ ପାଇଁ ଖୋଜାଖୋଜି ଜାରି

କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ମାଆଙ୍କୁ ଭେଟିବା ପାଇଁ ଅପରାହ୍ନରେ ଅହମ୍ମଦାବାଦରେ ପହଞ୍ଚିବେ । ଏହା ପୂର୍ବରୁ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ତାଙ୍କ ସ୍ଥିତି ସମ୍ପର୍କରେ ଜାଣିବା ପାଇଁ ହସ୍ପିଟାଲରେ ପହଞ୍ଚିଛନ୍ତି । ପ୍ରଶାସନ ପକ୍ଷରୁ ହସ୍ପିଟାଲ ଆଖପାଖରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ହୀରାବେନଙ୍କୁ ୟୁଏନ ମେହତା ହସ୍ପିଟାଲର କାର୍ଡିଓଲୋଜି ଆଣ୍ଡ ରିସର୍ଚ୍ଚ ସେଣ୍ଟର ଅହମ୍ମଦାବାଦରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ଏବେ ସ୍ଥିର ଅଛି ।

ଆହୁରି ପଢ଼ନ୍ତୁ: ସିଜେପି ପ୍ରଦର୍ଶନକାରୀଙ୍କ ଉପରେ ପୁଲିସ କାର୍ଯ୍ୟାନୁଷ୍ଠାନ ମାମଲା: ଭୁଲ ଖବର ପ୍ରସାରଣକୁ ନେଇ କ୍ଷୁବ୍ଧ ହେଲେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

ପ୍ରକାଶଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ମଙ୍ଗଳବାର ଅଚାନକ ଅସୁସ୍ଥ ହୋଇପଡ଼ିଥିଲେ । ଏହାପରେ ତାଙ୍କୁ ଅହମ୍ମଦାବାଦର ୟୁଏନ ମେହତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କଫରେ ପୀଡିତ ଅଛନ୍ତି ହୀରାବେନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରା ବା ଜୁନରେ ହିଁ ୧୦୦ ବର୍ଷରେ ପାଦ ଥାପିଥିଲେ ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନୀଭୂତ ହେଉଛି ସଂଘର୍ଷ: ଇରାନର ସାମରିକ ଘାଟି ଉପରେ ଆମେରିକାର ବି-୧ ଲାନ୍ସର ଆକ୍ରମଣ

28 Dec 2022 By The Sakala

ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନ

ଅହମ୍ମଦାବାଦ: ବିଗିଡ଼ିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନଙ୍କ ସ୍ୱାସ୍ଥ୍ୟବସ୍ଥା । ଅହମ୍ମଦାବାଦ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ତାଙ୍କର ଏବେ ଚିକିତ୍ସା ଚାଲିଛି । ହସ୍ପିଟାଲ ପକ୍ଷରୁ ବୟାନ ଜାରି କରି କୁହାଯାଇଛି ଯେ ଏବେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି । ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ଋଷିକେଶ ପଟେଲ ହୀରାବେନଙ୍କ ହାଲଚାଲ ଜାଣିବା ପାଇଁ ୟୁଏନ ମେହତା ହସ୍ପିଟାଲରେ ପହଞ୍ଚିଛନ୍ତି ।

କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ମାଆଙ୍କୁ ଭେଟିବା ପାଇଁ ଅପରାହ୍ନରେ ଅହମ୍ମଦାବାଦରେ ପହଞ୍ଚିବେ । ଏହା ପୂର୍ବରୁ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ତାଙ୍କ ସ୍ଥିତି ସମ୍ପର୍କରେ ଜାଣିବା ପାଇଁ ହସ୍ପିଟାଲରେ ପହଞ୍ଚିଛନ୍ତି । ପ୍ରଶାସନ ପକ୍ଷରୁ ହସ୍ପିଟାଲ ଆଖପାଖରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ହୀରାବେନଙ୍କୁ ୟୁଏନ ମେହତା ହସ୍ପିଟାଲର କାର୍ଡିଓଲୋଜି ଆଣ୍ଡ ରିସର୍ଚ୍ଚ ସେଣ୍ଟର ଅହମ୍ମଦାବାଦରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ଏବେ ସ୍ଥିର ଅଛି ।

ପ୍ରକାଶଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ମଙ୍ଗଳବାର ଅଚାନକ ଅସୁସ୍ଥ ହୋଇପଡ଼ିଥିଲେ । ଏହାପରେ ତାଙ୍କୁ ଅହମ୍ମଦାବାଦର ୟୁଏନ ମେହତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କଫରେ ପୀଡିତ ଅଛନ୍ତି ହୀରାବେନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରା ବା ଜୁନରେ ହିଁ ୧୦୦ ବର୍ଷରେ ପାଦ ଥାପିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର