ମଣିପୁର ବର୍ବରତା: ଘଟଣାକୁ ନିନ୍ଦା କରିବା ସହ ଏହା ସମାଜ ପାଇଁ ଲଜ୍ଜାଜନକ ବୋଲି କହିଲେ ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ:  ମଣିପୁର ହିଂସାକାଣ୍ଡକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମଣିପୁରରେ ଦୁଇଜଣ ମହିଳାଙ୍କୁ ନିବସ୍ତ୍ର କରି ରାସ୍ତାରେ ବୁଲାଇବା ଘଟଣାର ଭିଡିଓ ଭାଇରାଲ୍ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ। ଏପରି ଘଟଣାକୁ ନିନ୍ଦା କରିବା ସହ ଏହା ସମାଜ ପାଇଁ ଲଜ୍ଜାଜନକ ବୋଲି କହିଛନ୍ତି। ଆଜି ସଂସଦରେ ମୌସୁମୀ ଅଧିବେଶନ ସମୟରେ ଏହି ଘଟଣାକୁ ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ଘଟଣା ମୋତେ ଯନ୍ତ୍ରଣା ଦେଉଛି କହିବା ସହ ଦୁଷ୍କର୍ମକାରୀଙ୍କୁ କଦାପି ଛଡାଯିବ […]

ନୂଆଦିଲ୍ଲୀ:  ମଣିପୁର ହିଂସାକାଣ୍ଡକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମଣିପୁରରେ ଦୁଇଜଣ ମହିଳାଙ୍କୁ ନିବସ୍ତ୍ର କରି ରାସ୍ତାରେ ବୁଲାଇବା ଘଟଣାର ଭିଡିଓ ଭାଇରାଲ୍ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ। ଏପରି ଘଟଣାକୁ ନିନ୍ଦା କରିବା ସହ ଏହା ସମାଜ ପାଇଁ ଲଜ୍ଜାଜନକ ବୋଲି କହିଛନ୍ତି। ଆଜି ସଂସଦରେ ମୌସୁମୀ ଅଧିବେଶନ ସମୟରେ ଏହି ଘଟଣାକୁ ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ଘଟଣା ମୋତେ ଯନ୍ତ୍ରଣା ଦେଉଛି କହିବା ସହ ଦୁଷ୍କର୍ମକାରୀଙ୍କୁ କଦାପି ଛଡାଯିବ ନାହିଁ, ମହିଳାଙ୍କୁ ସୁରକ୍ଷା ଦେବା ପାଇଁ ଆମ ସମସ୍ତଙ୍କୁ ରାଜନୀତିଠୁ ଊର୍ଦ୍ଧ୍ୱକୁ ଯାଇ କାମ କରିବା ଉଚିତ୍ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

20 Jul 2023 By The Sakala

ମଣିପୁର ବର୍ବରତା: ଘଟଣାକୁ ନିନ୍ଦା କରିବା ସହ ଏହା ସମାଜ ପାଇଁ ଲଜ୍ଜାଜନକ ବୋଲି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ମଣିପୁର ହିଂସାକାଣ୍ଡକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମଣିପୁରରେ ଦୁଇଜଣ ମହିଳାଙ୍କୁ ନିବସ୍ତ୍ର କରି ରାସ୍ତାରେ ବୁଲାଇବା ଘଟଣାର ଭିଡିଓ ଭାଇରାଲ୍ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ। ଏପରି ଘଟଣାକୁ ନିନ୍ଦା କରିବା ସହ ଏହା ସମାଜ ପାଇଁ ଲଜ୍ଜାଜନକ ବୋଲି କହିଛନ୍ତି। ଆଜି ସଂସଦରେ ମୌସୁମୀ ଅଧିବେଶନ ସମୟରେ ଏହି ଘଟଣାକୁ ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ଘଟଣା ମୋତେ ଯନ୍ତ୍ରଣା ଦେଉଛି କହିବା ସହ ଦୁଷ୍କର୍ମକାରୀଙ୍କୁ କଦାପି ଛଡାଯିବ ନାହିଁ, ମହିଳାଙ୍କୁ ସୁରକ୍ଷା ଦେବା ପାଇଁ ଆମ ସମସ୍ତଙ୍କୁ ରାଜନୀତିଠୁ ଊର୍ଦ୍ଧ୍ୱକୁ ଯାଇ କାମ କରିବା ଉଚିତ୍ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

https://www.thesakala.in/national-international/pm-modi-says-manipur-violence-is-shameful-for-any-civil-society/article-23653
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର