ବଦଳିଲା ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ: ଜୁନ୍ ୮ ନୁହେଁ ୯ ରେ ଶପଥ ନେଇପାରନ୍ତି ମୋଦୀ

The Sakala Picture
Published On

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇପାରିନ୍ତି ନରେନ୍ଦ୍ର ମୋଦୀ। ପୂର୍ବରୁ ଶନିବାର (ଜୁନ୍ ୮)ରେ ଶପଥ ନେବା ନେଇ ଘୋଷଣା ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଶପଥ ଉତ୍ସୋବ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଥିବା ବିଶେଷ ସୂତ୍ରରୁ ପ୍ରକାଶ ପାଇଛି। ବିଜେପି ନେତୃତ୍ୱାଧୀନ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଗତକାଲି ନରେନ୍ଦ୍ର ମୋଦୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେବା ସହ […]

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇପାରିନ୍ତି ନରେନ୍ଦ୍ର ମୋଦୀ। ପୂର୍ବରୁ ଶନିବାର (ଜୁନ୍ ୮)ରେ ଶପଥ ନେବା ନେଇ ଘୋଷଣା ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଶପଥ ଉତ୍ସୋବ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଥିବା ବିଶେଷ ସୂତ୍ରରୁ ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ବିଜେପି ନେତୃତ୍ୱାଧୀନ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଗତକାଲି ନରେନ୍ଦ୍ର ମୋଦୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେବା ସହ ସରକାର ଗଢିବା ନେଇ ପ୍ରସ୍ତାବ ଦେଇଥିଲେ। ରାଷ୍ଟ୍ରପତି ଇସ୍ତଫା ଗ୍ରହଣ କରିବା ସହ ନୂଆ ସରକାର ପାଇଁ ଅନୁମତି ଦେବା ପରେ ଦଳ ପକ୍ଷରୁ ଶପଥ ଉତ୍ସବ ଜୁନ୍ ୮ ନେଇ ଘୋଷଣା ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ଶନିବାର ନୁହେଁ, ରବିବାର ନରେନ୍ଦ୍ର ମୋଦୀ ଶପଥ ନେଇପାରନ୍ତି। ତେବେ ଏନେଇ ଏପର୍ଯ୍ୟାନ୍ତ ଆନୁଷ୍ଠାନିକ ଭାବେ କୌଣସି ଘୋଷଣା ହୋଇନାହିଁ।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

 

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର