ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ମରକ୍କୋ; ବର୍ତ୍ତମାନ ସୁଦ୍ଧା ୩୦୦ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ମରକ୍କୋ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି । ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୩୦୦ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଆଗକୁ ଆହୁରି ବଢିପାରେ ମୃତାହତଙ୍କ ସଂଖ୍ୟା । ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପ ଯୋଗୁଁ ବହୁ ବଡ଼ କୋଠା ଭୁଶୁଡ଼ି […]

ନୂଆଦିଲ୍ଲୀ: ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ମରକ୍କୋ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି । ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୩୦୦ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଆଗକୁ ଆହୁରି ବଢିପାରେ ମୃତାହତଙ୍କ ସଂଖ୍ୟା । ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପ ଯୋଗୁଁ ବହୁ ବଡ଼ କୋଠା ଭୁଶୁଡ଼ି ପଡ଼ିଛି । ଶକ୍ତିଶାଳୀ ଭୂମିକମ୍ପ ଯୋଗୁଁ ସ୍ଥାନୀୟ ଲୋକେ ଭୟରେ ଘରୁ ବାହାରି ରାସ୍ତାରେ ବୁଲୁଛନ୍ତି ।

ଆହୁରି ପଢ଼ନ୍ତୁ: ହୋଲି ରାତିରେ ଅମ୍ବିକାପୁରରେ ଲୋମହର୍ଷଣକାରୀ ଘଟଣା: ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ, ପାଣି ଟାଙ୍କିରେ ଲୁଚାଇଲା ଶବ

09 Sep 2023 By The Sakala

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ମରକ୍କୋ; ବର୍ତ୍ତମାନ ସୁଦ୍ଧା ୩୦୦ ମୃତ

ନୂଆଦିଲ୍ଲୀ: ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ମରକ୍କୋ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି । ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୩୦୦ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଆଗକୁ ଆହୁରି ବଢିପାରେ ମୃତାହତଙ୍କ ସଂଖ୍ୟା । ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପ ଯୋଗୁଁ ବହୁ ବଡ଼ କୋଠା ଭୁଶୁଡ଼ି ପଡ଼ିଛି । ଶକ୍ତିଶାଳୀ ଭୂମିକମ୍ପ ଯୋଗୁଁ ସ୍ଥାନୀୟ ଲୋକେ ଭୟରେ ଘରୁ ବାହାରି ରାସ୍ତାରେ ବୁଲୁଛନ୍ତି ।

https://www.thesakala.in/national-international/powerful-earthquake-hits-morocco-above-300-died/article-25257
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର