ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର

The Sakala Picture
Published On

ନୂଆଦିଲ୍ଲୀ: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହଙ୍କ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି। ଖୁବ ଶୀଘ୍ର ସେ ଏବେ କଂଗ୍ରେସରେ ଯୋଗ ଦେବେ ବୋଲି ସୂଚନା ମିଳିଛି। ସୂତ୍ର ଅନୁଯାୟୀ, ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଯୋଗଦେବାକୁ ପ୍ରସ୍ତାବ ଦିଆଯାଇଛି। କଂଗ୍ରେସ ପୁଣି ତାର ନିଜ ସ୍ଥିତିକୁ ଫେରିବାକୁ ଚେଷ୍ଟା କରୁୁଛି। ରାଜ୍ୟରେ […]

ନୂଆଦିଲ୍ଲୀ: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହଙ୍କ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି। ଖୁବ ଶୀଘ୍ର ସେ ଏବେ କଂଗ୍ରେସରେ ଯୋଗ ଦେବେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ହାଏତିର ଐତିହାସିକ ଲା ଫେରିଏରେ ଦୁର୍ଗରେ ଭୟାବହ ଦଳାଚକଟା, ୩୦ ଜଣଙ୍କ ମୃତ୍ୟୁ

ସୂତ୍ର ଅନୁଯାୟୀ, ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଯୋଗଦେବାକୁ ପ୍ରସ୍ତାବ ଦିଆଯାଇଛି। କଂଗ୍ରେସ ପୁଣି ତାର ନିଜ ସ୍ଥିତିକୁ ଫେରିବାକୁ ଚେଷ୍ଟା କରୁୁଛି। ରାଜ୍ୟରେ ନିଜର ସ୍ଥିତିକୁ ଫେରାଇ ଆଣିବା ପାଇଁ କଂଗ୍ରେସ ବର୍ତ୍ତମାନ ପ୍ରଶାନ୍ତ କିଶୋରଙ୍କୁ ଗୁରୁ ଦାୟିତ୍ବ ଦେଇପାରେ।  ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଏବଂ ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପାଇଁ ଦଳର ରଣନୀତି ପ୍ରସ୍ତୁତ କରିପାରନ୍ତି ପ୍ରଶାନ୍ତ କିଶୋର । ଏହି ନିର୍ବାଚନରେ ​​ପି.କେ ବର୍ତ୍ତମାନ ଏକ ବଡ଼ ଭୂମିକା ଗ୍ରହଣ କରିବେ। କୁହାଯାଉଛି ଯେ, ଦଳର ନିର୍ବାଚନ ରଣନୀତି ଉପରେ ଆଲୋଚନା ଏବଂ ଏହାର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ଆହୁରି ପଢ଼ନ୍ତୁ: ଇରାନ ବନ୍ଦର ଉପରେ ଆମେରିକାର ଅବରୋଧ ‘ବିପଜ୍ଜନକ ଓ ଦାୟିତ୍ୱହୀନ’: ଚୀନ

ସୂଚନାଯୋଗ୍ୟ, ନରେନ୍ଦ୍ର ମୋଦି ୨୦୧୪ରେ ସାଧାରଣ ନିର୍ବାଚନ ଲଢ଼ିବା ବେଳେ ପ୍ରଶାନ୍ତ କିଶୋର ତାଙ୍କ ପାଇଁ ନିର୍ବାଚନ ରଣନୀତି ପ୍ରୁସ୍ତୁତ କରିଥିଲେ। ଆଉ ମୋଦି ବିଜୟୀ ହୋଇଥିଲେ। ଏହାପରେ ପ୍ରଶାନ୍ତ କିଶୋର ବିଜେପି ସହ ଆଉ କୌଣସି ଚୁକ୍ତି ନକରି ଅନ୍ୟାନ୍ୟ ଦଳ ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରିଥିଲେ। ଏହାପରେ ସେ ଜେଡିୟୁରେ ସାମିଲ ହୋଇଥିଲେ। ହେଲେ ଦଳର ସୁପ୍ରିମୋ ନୀତୀଶ କୁମାର ତାଙ୍କୁ ବହିଷ୍କୃତ କରିଥିଲେ। ନିକଟରେ ପ୍ରଶାନ୍ତ ପଶ୍ଚିମଙ୍ଗରେ ଟିଏମସି ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରି ଦଳକୁ ବିଜୟୀ କରାଇଛନ୍ତି।

ଆହୁରି ପଢ଼ନ୍ତୁ: ନୋଏଡ଼ା ଶ୍ରମିକ ଆନ୍ଦୋଳନରେ ପାକିସ୍ତାନ ଲିଙ୍କ୍ ! ସନ୍ଦେହରେ ପୋଲିସର ତଦନ୍ତ ଜାରି

05 Aug 2021 By The Sakala

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହଙ୍କ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି। ଖୁବ ଶୀଘ୍ର ସେ ଏବେ କଂଗ୍ରେସରେ ଯୋଗ ଦେବେ ବୋଲି ସୂଚନା ମିଳିଛି।

ସୂତ୍ର ଅନୁଯାୟୀ, ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଯୋଗଦେବାକୁ ପ୍ରସ୍ତାବ ଦିଆଯାଇଛି। କଂଗ୍ରେସ ପୁଣି ତାର ନିଜ ସ୍ଥିତିକୁ ଫେରିବାକୁ ଚେଷ୍ଟା କରୁୁଛି। ରାଜ୍ୟରେ ନିଜର ସ୍ଥିତିକୁ ଫେରାଇ ଆଣିବା ପାଇଁ କଂଗ୍ରେସ ବର୍ତ୍ତମାନ ପ୍ରଶାନ୍ତ କିଶୋରଙ୍କୁ ଗୁରୁ ଦାୟିତ୍ବ ଦେଇପାରେ।  ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଏବଂ ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପାଇଁ ଦଳର ରଣନୀତି ପ୍ରସ୍ତୁତ କରିପାରନ୍ତି ପ୍ରଶାନ୍ତ କିଶୋର । ଏହି ନିର୍ବାଚନରେ ​​ପି.କେ ବର୍ତ୍ତମାନ ଏକ ବଡ଼ ଭୂମିକା ଗ୍ରହଣ କରିବେ। କୁହାଯାଉଛି ଯେ, ଦଳର ନିର୍ବାଚନ ରଣନୀତି ଉପରେ ଆଲୋଚନା ଏବଂ ଏହାର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ସୂଚନାଯୋଗ୍ୟ, ନରେନ୍ଦ୍ର ମୋଦି ୨୦୧୪ରେ ସାଧାରଣ ନିର୍ବାଚନ ଲଢ଼ିବା ବେଳେ ପ୍ରଶାନ୍ତ କିଶୋର ତାଙ୍କ ପାଇଁ ନିର୍ବାଚନ ରଣନୀତି ପ୍ରୁସ୍ତୁତ କରିଥିଲେ। ଆଉ ମୋଦି ବିଜୟୀ ହୋଇଥିଲେ। ଏହାପରେ ପ୍ରଶାନ୍ତ କିଶୋର ବିଜେପି ସହ ଆଉ କୌଣସି ଚୁକ୍ତି ନକରି ଅନ୍ୟାନ୍ୟ ଦଳ ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରିଥିଲେ। ଏହାପରେ ସେ ଜେଡିୟୁରେ ସାମିଲ ହୋଇଥିଲେ। ହେଲେ ଦଳର ସୁପ୍ରିମୋ ନୀତୀଶ କୁମାର ତାଙ୍କୁ ବହିଷ୍କୃତ କରିଥିଲେ। ନିକଟରେ ପ୍ରଶାନ୍ତ ପଶ୍ଚିମଙ୍ଗରେ ଟିଏମସି ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରି ଦଳକୁ ବିଜୟୀ କରାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର