ଆଜି ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’

The Sakala Picture
Published On

ନୂଆଦିଲ୍ଲୀ : ଆଜି ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଏହି ସମ୍ମାନ ଦିଆଯିବ। ଚଳିତବର୍ଷ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର, ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ, ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂ ଓ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ କୃଷି ବିଜ୍ଞାନୀ ଏମ.ଏସ. ସ୍ବାମୀନାଥନଙ୍କୁ ସମ୍ମାନିତ କରାଯିବ। ତେବେ ଅସୁସ୍ଥ ଥିବାରୁ […]

ନୂଆଦିଲ୍ଲୀ : ଆଜି ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଏହି ସମ୍ମାନ ଦିଆଯିବ।

ଆହୁରି ପଢ଼ନ୍ତୁ: ଭାରତୀୟ ନୌସେନାରେ ସାମିଲ ହେଲା 'INS ମହେନ୍ଦ୍ରଗିରି', ବୃଦ୍ଧି ପାଇଲା ଦେଶର ସାମୁଦ୍ରିକ ଶକ୍ତି

ଚଳିତବର୍ଷ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର, ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ, ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂ ଓ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ କୃଷି ବିଜ୍ଞାନୀ ଏମ.ଏସ. ସ୍ବାମୀନାଥନଙ୍କୁ ସମ୍ମାନିତ କରାଯିବ। ତେବେ ଅସୁସ୍ଥ ଥିବାରୁ ଆସନ୍ତାକାଲି ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ: ଭାରତ-ନେପାଳ ସୀମାରେ ଆମେରିକୀୟ ନାଗରିକ ଗିରଫ: ଉଦ୍ଦେଶ୍ୟକୁ ନେଇ ବଢ଼ୁଛି ରହସ୍ୟ

ମିଳିଥିବା ସୂଚନା ଅନୁସାରେ, ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଜେପିର କିଛି ବଡ଼ ନେତାଙ୍କ ଉପସ୍ଥିତିରେ ଆଡଭାନୀଙ୍କୁ ସମ୍ମାନିତ କରାଯିବ। ତେବେ ଆଜି ରାଷ୍ଟ୍ରପତି ଭବନରେ ହେବାକୁ ଥିବା ସମାରୋହରେ କିଛି ସ୍ୱତନ୍ତ୍ର ଅତିଥିଙ୍କୁ ଆମନ୍ତ୍ରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: କେନ୍ଦ୍ର କ୍ୟାବିନେଟର ୭ଟି ବଡ଼ ନିଷ୍ପତ୍ତି: ସେମିକଣ୍ଡକ୍ଟର ମାନୁଫ୍ୟାକ୍ଚରିଂ, ବାରାଣସୀ କରିଡର ଓ ଅନ୍ୟ ପ୍ରକଳ୍ପକୁ ମଞ୍ଜୁରୀ

30 Mar 2024 By The Sakala

ଆଜି ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’

ନୂଆଦିଲ୍ଲୀ : ଆଜି ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଏହି ସମ୍ମାନ ଦିଆଯିବ।

ଚଳିତବର୍ଷ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନରେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର, ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ, ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂ ଓ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ କୃଷି ବିଜ୍ଞାନୀ ଏମ.ଏସ. ସ୍ବାମୀନାଥନଙ୍କୁ ସମ୍ମାନିତ କରାଯିବ। ତେବେ ଅସୁସ୍ଥ ଥିବାରୁ ଆସନ୍ତାକାଲି ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କରାଯିବ।

ମିଳିଥିବା ସୂଚନା ଅନୁସାରେ, ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଜେପିର କିଛି ବଡ଼ ନେତାଙ୍କ ଉପସ୍ଥିତିରେ ଆଡଭାନୀଙ୍କୁ ସମ୍ମାନିତ କରାଯିବ। ତେବେ ଆଜି ରାଷ୍ଟ୍ରପତି ଭବନରେ ହେବାକୁ ଥିବା ସମାରୋହରେ କିଛି ସ୍ୱତନ୍ତ୍ର ଅତିଥିଙ୍କୁ ଆମନ୍ତ୍ରଣ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର