ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ, ଛାତିରେ ଯନ୍ତ୍ରଣା କାରଣରୁ ଆର୍ମି ହସ୍ପିଟାଲରେ ଭର୍ତ୍ତି

The Sakala Picture
Published On

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ ହୋଇଥିବା ଜଣାପଡ଼ିଛି । ଛାତିରେ ଯନ୍ତ୍ରଣା କାରଣରୁ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସ୍ଥିତ ଆର୍ମୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କ ଚିକିତ୍ସା କରୁଥିବା ଜଣାପଡିଛି । ତାଙ୍କର ରୁଟିନ୍ ଚେକଅଫ୍ ହେବା ପରେ ତାଙ୍କୁ ଡାକ୍ତରଙ୍କ ତତ୍ୱାବଧାନରେ ରଖାଯାଇଛି । ଡାକ୍ତରଙ୍କ କହିବା ଅନୁସାରେ ଏବେ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଅସୁସ୍ଥ ହେବା ଖବର […]

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ ହୋଇଥିବା ଜଣାପଡ଼ିଛି । ଛାତିରେ ଯନ୍ତ୍ରଣା କାରଣରୁ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସ୍ଥିତ ଆର୍ମୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କ ଚିକିତ୍ସା କରୁଥିବା ଜଣାପଡିଛି । ତାଙ୍କର ରୁଟିନ୍ ଚେକଅଫ୍ ହେବା ପରେ ତାଙ୍କୁ ଡାକ୍ତରଙ୍କ ତତ୍ୱାବଧାନରେ ରଖାଯାଇଛି । ଡାକ୍ତରଙ୍କ କହିବା ଅନୁସାରେ ଏବେ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ଅସୁସ୍ଥ ହେବା ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ସୂଚନା ଅନୁଯାୟୀ, ଗତ ୨୦ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସିଥିଲେ। ରାଉରକେଲାର ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ ଶୁଭ ଉଦଘାଟନ କରିବା ସହ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର