ଓଡ଼ିଆ ଡାକ୍ତର କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ
ନୂଆଦିଲ୍ଲୀ: ସଫଳ ହୋଇଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ ସର୍ଜରୀ । ଦିଲ୍ଲୀ ଏମ୍ସରେ ହୋଇଥିଲା ରାଷ୍ଟ୍ରପତିଙ୍କ ଅସ୍ତ୍ରୋପଚାର । ତେବେ ଏହି ବାଇପାସ ସର୍ଜରୀ ସଫଳ ରହିଥିବା ନେଇ ସୂଚନା ଦେଇଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ । ପ୍ରତିରକ୍ଷାମନ୍ତ୍ରୀ ଟ୍ବିଟ କରି ରାଷ୍ଟ୍ରପତିଙ୍କ ଅସ୍ତ୍ରୋପଚାର କରିଥିବା ଏମ୍ସର ଡାକ୍ତରୀ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଏନେଇ ଡାକ୍ତରଙ୍କ ସହ ଫୋନରେ କଥା ହୋଇଥିବା ବେଳେ ରାଷ୍ଟ୍ରପତିଙ୍କ ଶୀଘ୍ର ସୁସ୍ଥତା କାମନା କରିଛନ୍ତି ରାଜନାଥ । […]
ନୂଆଦିଲ୍ଲୀ: ସଫଳ ହୋଇଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ ସର୍ଜରୀ । ଦିଲ୍ଲୀ ଏମ୍ସରେ ହୋଇଥିଲା ରାଷ୍ଟ୍ରପତିଙ୍କ ଅସ୍ତ୍ରୋପଚାର । ତେବେ ଏହି ବାଇପାସ ସର୍ଜରୀ ସଫଳ ରହିଥିବା ନେଇ ସୂଚନା ଦେଇଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ । ପ୍ରତିରକ୍ଷାମନ୍ତ୍ରୀ ଟ୍ବିଟ କରି ରାଷ୍ଟ୍ରପତିଙ୍କ ଅସ୍ତ୍ରୋପଚାର କରିଥିବା ଏମ୍ସର ଡାକ୍ତରୀ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଏନେଇ ଡାକ୍ତରଙ୍କ ସହ ଫୋନରେ କଥା ହୋଇଥିବା ବେଳେ ରାଷ୍ଟ୍ରପତିଙ୍କ ଶୀଘ୍ର ସୁସ୍ଥତା କାମନା କରିଛନ୍ତି ରାଜନାଥ ।
The President of India, Shri Ramnath Kovind has undergone a successful bypass surgery at AIIMS, Delhi.
ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶ ରେୱାରେ ପୂର୍ବତନ ଜିଲ୍ଲା ଉପାଧ୍ୟକ୍ଷଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ, ଯୁବତୀଙ୍କ ସହ ଆପତ୍ତିଜନକ ଅବସ୍ଥାରେ ନେତାI congratulate the team of Doctors for successful operation. Spoke to Director AIIMS to enquire about Rashtrapatiji’s health. Praying for his well-being and speedy recovery.
ଆହୁରି ପଢ଼ନ୍ତୁ: ଅନିଶ୍ଚିତତାରେ ଆମେରିକା-ଇରାନ ଶାନ୍ତି ଆଲୋଚନା: ଟ୍ରମ୍ପଙ୍କ ବୋମାମାଡ଼ ଚେତାବନୀ ଓ ଇରାନର 'ନୂଆ କାର୍ଡ' ଧମକ— Rajnath Singh (@rajnathsingh) March 30, 2021
ଜଣେ ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଶୋୟୀ ରାଷ୍ଟ୍ରପତିଙ୍କ ବାଇପାସ୍ ସର୍ଜରୀ କରିଥିଲେ । ଗତ ୨୬ ତାରିଖରେ ରାଷ୍ଟ୍ରପତିଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥିଲା । ତାଙ୍କୁ ତୁରନ୍ତ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ବାଇପାସ୍ ସର୍ଜରୀ ପାଇଁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ରୁଟିନ୍ ଚେକ୍ଅପ୍ ପରେ ରାମନାଥଙ୍କର ମଙ୍ଗଳବାର ସର୍ଜରୀ କରାଯାଇଥିଲା ।
ଓଡ଼ିଆ ଡାକ୍ତର କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ
ନୂଆଦିଲ୍ଲୀ: ସଫଳ ହୋଇଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ ସର୍ଜରୀ । ଦିଲ୍ଲୀ ଏମ୍ସରେ ହୋଇଥିଲା ରାଷ୍ଟ୍ରପତିଙ୍କ ଅସ୍ତ୍ରୋପଚାର । ତେବେ ଏହି ବାଇପାସ ସର୍ଜରୀ ସଫଳ ରହିଥିବା ନେଇ ସୂଚନା ଦେଇଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ । ପ୍ରତିରକ୍ଷାମନ୍ତ୍ରୀ ଟ୍ବିଟ କରି ରାଷ୍ଟ୍ରପତିଙ୍କ ଅସ୍ତ୍ରୋପଚାର କରିଥିବା ଏମ୍ସର ଡାକ୍ତରୀ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଏନେଇ ଡାକ୍ତରଙ୍କ ସହ ଫୋନରେ କଥା ହୋଇଥିବା ବେଳେ ରାଷ୍ଟ୍ରପତିଙ୍କ ଶୀଘ୍ର ସୁସ୍ଥତା କାମନା କରିଛନ୍ତି ରାଜନାଥ ।
The President of India, Shri Ramnath Kovind has undergone a successful bypass surgery at AIIMS, Delhi.
I congratulate the team of Doctors for successful operation. Spoke to Director AIIMS to enquire about Rashtrapatiji’s health. Praying for his well-being and speedy recovery.
— Rajnath Singh (@rajnathsingh) March 30, 2021