ପୁଣି ଉପରମୁହାଁ ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍‌…

The Sakala Picture
Published On

ଭୁବନେଶ୍ୱର: ମଙ୍ଗଳବାର ପୁଣି ବଢିଛି ସୁନାର ମୂଲ୍ୟ। ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୮,୧୩୦ ଟଙ୍କା ରହିଛି । ଗତକାଲି ଏହା ୯୭,୬୪୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ହୋଇଛି । ସେହିପରି ୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୮୯,୯୫୦ ଟଙ୍କା ରହିଛି । ଗତକାଲି ଏହା ୮୯,୫୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି । ୧୮ କ୍ୟାରେଟ୍‌ ସୁନା ୧୦ […]

ଭୁବନେଶ୍ୱର: ମଙ୍ଗଳବାର ପୁଣି ବଢିଛି ସୁନାର ମୂଲ୍ୟ। ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୮,୧୩୦ ଟଙ୍କା ରହିଛି । ଗତକାଲି ଏହା ୯୭,୬୪୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ହୋଇଛି । ସେହିପରି ୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୮୯,୯୫୦ ଟଙ୍କା ରହିଛି । ଗତକାଲି ଏହା ୮୯,୫୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି । ୧୮ କ୍ୟାରେଟ୍‌ ସୁନା ୧୦ ଗ୍ରାମ୍‌କୁ ୭୩,୬୦୦ ଟଙ୍କା ରହିଛି । ଗତକାଲି ଏହା ୭୩,୨୩୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ବୃଦ୍ଧି ହୋଇଛି ।

ଆହୁରି ପଢ଼ନ୍ତୁ: ହୋଲି ରାତିରେ ଅମ୍ବିକାପୁରରେ ଲୋମହର୍ଷଣକାରୀ ଘଟଣା: ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ, ପାଣି ଟାଙ୍କିରେ ଲୁଚାଇଲା ଶବ

27 May 2025 By The Sakala

ପୁଣି ଉପରମୁହାଁ ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍‌…

ଭୁବନେଶ୍ୱର: ମଙ୍ଗଳବାର ପୁଣି ବଢିଛି ସୁନାର ମୂଲ୍ୟ। ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୮,୧୩୦ ଟଙ୍କା ରହିଛି । ଗତକାଲି ଏହା ୯୭,୬୪୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ହୋଇଛି । ସେହିପରି ୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୮୯,୯୫୦ ଟଙ୍କା ରହିଛି । ଗତକାଲି ଏହା ୮୯,୫୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି । ୧୮ କ୍ୟାରେଟ୍‌ ସୁନା ୧୦ ଗ୍ରାମ୍‌କୁ ୭୩,୬୦୦ ଟଙ୍କା ରହିଛି । ଗତକାଲି ଏହା ୭୩,୨୩୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ବୃଦ୍ଧି ହୋଇଛି ।

https://www.thesakala.in/national-international/price-of-gold-is-on-the-rise-price-is-today/article-40815
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର