ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ଏୟାରପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ । ତେବେ ମୋଦୀଙ୍କୁ ଦେଖିବାକୁ ଭୁବନେଶ୍ୱରରେ ପ୍ରବଳ ଭିଡ ହୋଇଛି । ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ୧୧ ବର୍ଷ, ରାଜ୍ୟ ସରକାରଙ୍କ ବର୍ଷେ ପୂର୍ତ୍ତି ଅବସରରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ ହେବେ। ଜନତା ମଇଦନାରେ […]

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ଏୟାରପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ । ତେବେ ମୋଦୀଙ୍କୁ ଦେଖିବାକୁ ଭୁବନେଶ୍ୱରରେ ପ୍ରବଳ ଭିଡ ହୋଇଛି ।

ଆହୁରି ପଢ଼ନ୍ତୁ: ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା: ବିବାହର ୪ ମାସ ନ ପୂରୁଣୁ କମ୍ବଳରେ ମୁହଁ ଚାପି ମାରିଦେଲା

ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ୧୧ ବର୍ଷ, ରାଜ୍ୟ ସରକାରଙ୍କ ବର୍ଷେ ପୂର୍ତ୍ତି ଅବସରରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ ହେବେ। ଜନତା ମଇଦନାରେ ଏଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।  ଏହି ଅବସରରେ ପ୍ରାୟ ୧୯ ହଜାର କୋଟିର ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ। ନୂତନ ରେଳ ସେବା ଓ ୧୦୦ଟି ଇଲେକ୍ଟ୍ରିକ୍‌ ବସର ଶୁଭାରମ୍ଭ ହେବ। ଏହି ଅବସରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପୁସ୍ତିକା ଉନ୍‌ମୋଚନ ହେବ। ୨୦୩୬ରେ ଓଡିଶାର ଶହେ ବର୍ଷ ପୂର୍ତ୍ତି ଓ ୨୦୪୭ରେ ଦେଶ ସ୍ୱାଧୀନତାକୁ ଶହେ ବର୍ଷ ପୂର୍ତ୍ତିକୁ ଦୃଷ୍ଟିରେ ରଖି ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ମଧ୍ୟ ପ୍ରକାଶ କରିବେ ପ୍ରଧାନମନ୍ତ୍ରୀ। ଏହାବ୍ୟତୀତ ଓଡ଼ିଆଙ୍କ ଅବଦାନକୁ ଶ୍ରଦ୍ଧା ସୁମନ ସ୍ୱରୂପ, ପ୍ରଧାନମନ୍ତ୍ରୀ ‘ବରପୁତ୍ର ସମ୍ମାନ ଯୋଜନା’ ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

20 Jun 2025 By The Sakala

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ଏୟାରପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ । ତେବେ ମୋଦୀଙ୍କୁ ଦେଖିବାକୁ ଭୁବନେଶ୍ୱରରେ ପ୍ରବଳ ଭିଡ ହୋଇଛି ।

ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ୧୧ ବର୍ଷ, ରାଜ୍ୟ ସରକାରଙ୍କ ବର୍ଷେ ପୂର୍ତ୍ତି ଅବସରରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ ହେବେ। ଜନତା ମଇଦନାରେ ଏଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।  ଏହି ଅବସରରେ ପ୍ରାୟ ୧୯ ହଜାର କୋଟିର ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ। ନୂତନ ରେଳ ସେବା ଓ ୧୦୦ଟି ଇଲେକ୍ଟ୍ରିକ୍‌ ବସର ଶୁଭାରମ୍ଭ ହେବ। ଏହି ଅବସରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପୁସ୍ତିକା ଉନ୍‌ମୋଚନ ହେବ। ୨୦୩୬ରେ ଓଡିଶାର ଶହେ ବର୍ଷ ପୂର୍ତ୍ତି ଓ ୨୦୪୭ରେ ଦେଶ ସ୍ୱାଧୀନତାକୁ ଶହେ ବର୍ଷ ପୂର୍ତ୍ତିକୁ ଦୃଷ୍ଟିରେ ରଖି ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ମଧ୍ୟ ପ୍ରକାଶ କରିବେ ପ୍ରଧାନମନ୍ତ୍ରୀ। ଏହାବ୍ୟତୀତ ଓଡ଼ିଆଙ୍କ ଅବଦାନକୁ ଶ୍ରଦ୍ଧା ସୁମନ ସ୍ୱରୂପ, ପ୍ରଧାନମନ୍ତ୍ରୀ ‘ବରପୁତ୍ର ସମ୍ମାନ ଯୋଜନା’ ଆରମ୍ଭ ହେବ।

https://www.thesakala.in/national-international/prime-minister-narendra-modi-arrives-in-bhubaneswar-2/article-41262
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର