ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୁଷ ଗସ୍ତ ବାତିଲ

The Sakala Picture
Published On

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୁଷ ଗସ୍ତ ବାତିଲ । ରୁଷ ଯିବେ ନାହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ରୁଷିଆର ମେ ୯ରେ ମସ୍କୋରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ଦିବସ ଭିକ୍ଟ୍ରିଡେ ପରେଡରେ ଭାଗ ନେବେନି । ସୂଚନା ଅନୁଯାୟୀ, ଏନେଇ କ୍ରେମଲିନ୍ ମୁଖପାତ୍ର ପେସକୋଭଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମସ୍କୋ ଭିକ୍ଟ୍ରି ଡେ’ ପରେଡରେ ଯୋଗ ଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କରିଥିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ତେବେ ଜମ୍ମୁ କଶ୍ମୀର ପହଲଗାମ […]

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୁଷ ଗସ୍ତ ବାତିଲ । ରୁଷ ଯିବେ ନାହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ରୁଷିଆର ମେ ୯ରେ ମସ୍କୋରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ଦିବସ ଭିକ୍ଟ୍ରିଡେ ପରେଡରେ ଭାଗ ନେବେନି ।

ଆହୁରି ପଢ଼ନ୍ତୁ: ଇରାନୀ ଡ୍ରୋନ୍ ଆକ୍ରମଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ: ଟ୍ରମ୍ପଙ୍କ ନିର୍ଦ୍ଦେଶରେ ଇରାନ ଉପରେ ବଡ଼ ଧରଣର ଏୟାର ଷ୍ଟ୍ରାଇକ୍

ସୂଚନା ଅନୁଯାୟୀ, ଏନେଇ କ୍ରେମଲିନ୍ ମୁଖପାତ୍ର ପେସକୋଭଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମସ୍କୋ ଭିକ୍ଟ୍ରି ଡେ’ ପରେଡରେ ଯୋଗ ଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କରିଥିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ତେବେ ଜମ୍ମୁ କଶ୍ମୀର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶର ସୁରକ୍ଷା ଦୃଷ୍ଟିରୁ ରୁଷ ଗସ୍ତ ବାତିଲ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଗସ୍ତ ବାତିଲ ନେଇ ରୁଷ ମୁଖପାତ୍ର ଦିମିତ୍ରି ପେସକୋଭ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମିଶନ୍ ସୁଦର୍ଶନ ଚକ୍ରକୁ ମିଳିଲା ବେଗ: କୁଶା ଇଣ୍ଟରସେପ୍ଟରର ପରୀକ୍ଷଣ କରିବ ଭାରତ

30 Apr 2025 By The Sakala

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୁଷ ଗସ୍ତ ବାତିଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୁଷ ଗସ୍ତ ବାତିଲ । ରୁଷ ଯିବେ ନାହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ରୁଷିଆର ମେ ୯ରେ ମସ୍କୋରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ଦିବସ ଭିକ୍ଟ୍ରିଡେ ପରେଡରେ ଭାଗ ନେବେନି ।

ସୂଚନା ଅନୁଯାୟୀ, ଏନେଇ କ୍ରେମଲିନ୍ ମୁଖପାତ୍ର ପେସକୋଭଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମସ୍କୋ ଭିକ୍ଟ୍ରି ଡେ’ ପରେଡରେ ଯୋଗ ଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କରିଥିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ତେବେ ଜମ୍ମୁ କଶ୍ମୀର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶର ସୁରକ୍ଷା ଦୃଷ୍ଟିରୁ ରୁଷ ଗସ୍ତ ବାତିଲ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଗସ୍ତ ବାତିଲ ନେଇ ରୁଷ ମୁଖପାତ୍ର ଦିମିତ୍ରି ପେସକୋଭ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର