ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ପ୍ରଧାନମନ୍ତ୍ରୀ, ଆଜି ରାତି ୮ଟା ୪୫ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ମୋଦୀ

The Sakala Picture
Published On

ନୂଆଦିଲ୍ଲୀ:  ଦେଶରେ କରୋନା ସ୍ଥିତି ସଙ୍ଗୀନ ହେଲାଣି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୬୧ ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୩ ଲକ୍ଷ ୨୧ ହଜାର ୮୯କୁ ବୃଦ୍ଧି ପାଇଛି । ସେହିପରି କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦କୁ ବୃଦ୍ଧି ପାଇଛି। […]

ନୂଆଦିଲ୍ଲୀ:  ଦେଶରେ କରୋନା ସ୍ଥିତି ସଙ୍ଗୀନ ହେଲାଣି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୬୧ ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୩ ଲକ୍ଷ ୨୧ ହଜାର ୮୯କୁ ବୃଦ୍ଧି ପାଇଛି । ସେହିପରି କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦କୁ ବୃଦ୍ଧି ପାଇଛି। ତେବେ ଏପରି ସମୟରେ ଆଜି ରାତି ୮ଟା ୪୫ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଆହୁରି ପଢ଼ନ୍ତୁ: ବହୁମତ ପରୀକ୍ଷା ପୂର୍ବରୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଆଶ୍ୱସ୍ତି, ସମର୍ଥନ ଜଣାଇଲା AIADMK ଗୋଷ୍ଠୀ

ଦେଶରେ କରୋନା ସ୍ଥିତି ନେଇ ଦେଶବାସୀଙ୍କୁ କରିବେ ସମ୍ବୋଧନ। ମୋଦିଙ୍କ ସମ୍ବୋଧନ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ତେବେ ଆଜି ପ୍ରଧାନମନ୍ତ୍ରୀ  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

20 Apr 2021 By The Sakala

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ପ୍ରଧାନମନ୍ତ୍ରୀ, ଆଜି ରାତି ୮ଟା ୪୫ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ମୋଦୀ

ନୂଆଦିଲ୍ଲୀ:  ଦେଶରେ କରୋନା ସ୍ଥିତି ସଙ୍ଗୀନ ହେଲାଣି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୬୧ ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୩ ଲକ୍ଷ ୨୧ ହଜାର ୮୯କୁ ବୃଦ୍ଧି ପାଇଛି । ସେହିପରି କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦କୁ ବୃଦ୍ଧି ପାଇଛି। ତେବେ ଏପରି ସମୟରେ ଆଜି ରାତି ୮ଟା ୪୫ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଦେଶରେ କରୋନା ସ୍ଥିତି ନେଇ ଦେଶବାସୀଙ୍କୁ କରିବେ ସମ୍ବୋଧନ। ମୋଦିଙ୍କ ସମ୍ବୋଧନ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ତେବେ ଆଜି ପ୍ରଧାନମନ୍ତ୍ରୀ  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର