କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ପଜିଟିଭ୍
ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ରାହୁଲ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ତୁରନ୍ତ ସବୁ ପ୍ରକାରର ସୁରକ୍ଷା ବ୍ୟବସ୍ଥା ଆପଣାଇବାକୁ ସେ ନିବେଦନ କରିଛନ୍ତି। After experiencing mild symptoms, I’ve just tested positive for COVID. All those who’ve been in contact with me recently, please follow […]
ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ରାହୁଲ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ତୁରନ୍ତ ସବୁ ପ୍ରକାରର ସୁରକ୍ଷା ବ୍ୟବସ୍ଥା ଆପଣାଇବାକୁ ସେ ନିବେଦନ କରିଛନ୍ତି।
After experiencing mild symptoms, I’ve just tested positive for COVID.
ଆହୁରି ପଢ଼ନ୍ତୁ: ଭାରତ ସହ ସୀମା ବିବାଦରେ ତୃତୀୟ ପକ୍ଷର ହସ୍ତକ୍ଷେପକୁ ପ୍ରତ୍ୟାଖ୍ୟାନ କଲା ନେପାଳ: ଦ୍ୱିପାକ୍ଷିକ ଆଲୋଚନା ଉପରେ ଗୁରୁତ୍ୱAll those who’ve been in contact with me recently, please follow all safety protocols and stay safe.
ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ: ମୀନାକ୍ଷୀ ନଟରାଜନଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା, ନିର୍ବାଚନ ପ୍ରକ୍ରିୟାରେ ହସ୍ତକ୍ଷେପ କରିବାକୁ ମନା— Rahul Gandhi (@RahulGandhi) April 20, 2021
ରାହୁଲ ଟ୍ୱିଟ କରି କହିଛନ୍ତି, “ମୋ ଶରୀରରେ ସାମନ୍ୟ ଲକ୍ଷଣ ଦେଖାଯାଇଥିଲା। ଏହାପରେ ମୁଁ କରୋନା ଟେଷ୍ଟ କରାଇଥିଲି। ଏବେ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ନିକଟରେ ମୋ ସଂସ୍ପର୍ଶରେ ଆସିଥିବା ଲୋକମାନେ ଦୟା କରି ସୁରକ୍ଷା ପ୍ରୋଟକଲ ପାଳନ କରନ୍ତୁ ଓ ସୁରକ୍ଷିତ ରୁହନ୍ତୁ।”
କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ପଜିଟିଭ୍
ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ରାହୁଲ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ତୁରନ୍ତ ସବୁ ପ୍ରକାରର ସୁରକ୍ଷା ବ୍ୟବସ୍ଥା ଆପଣାଇବାକୁ ସେ ନିବେଦନ କରିଛନ୍ତି।
After experiencing mild symptoms, I’ve just tested positive for COVID.
All those who’ve been in contact with me recently, please follow all safety protocols and stay safe.
— Rahul Gandhi (@RahulGandhi) April 20, 2021