ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ କରୋନା
ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି ଗେହଲଟ। कोविड टेस्ट करवाने पर आज मेरी रिपोर्ट भी पॉजिटिव आई है। मुझे किसी तरह के लक्षण नहीं हैं और मैं ठीक महसूस कर रहा हूं। कोविड प्रोटोकॉल का पालन करते हुए मैं आइसोलेशन में रहकर ही कार्य जारी रखूंगा। […]
ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି ଗେହଲଟ।
कोविड टेस्ट करवाने पर आज मेरी रिपोर्ट भी पॉजिटिव आई है। मुझे किसी तरह के लक्षण नहीं हैं और मैं ठीक महसूस कर रहा हूं। कोविड प्रोटोकॉल का पालन करते हुए मैं आइसोलेशन में रहकर ही कार्य जारी रखूंगा।
ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରୁ କାହିଁକି ହଟୁଛି ପୋଷ୍ଟ? ସେନ୍ସରସିପ୍ ଗୁଜବ ଉପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଖୁଲାସା— Ashok Gehlot (@ashokgehlot51) April 29, 2021
କୌଣସି ଲକ୍ଷଣ ନ ଥିଲେ ବି ଟେଷ୍ଟ କରିବା ପରେ ରିପୋର୍ଟ ପଜିଟିଭ୍ ଆସିଛି। କରୋନା ପ୍ରୋଟୋକଲ୍ ପାଳନ କରିବା ସହ ସେ ଆଇସୋଲେସନରେ ରହିଛନ୍ତି। ଟ୍ୱିଟରେ ସେ କହିଛନ୍ତି ଯେ ଆଇସୋଲେସନରେ ରହିଥିବା ବେଳେ ମୁଁ ସୁସ୍ଥ ଅଛି ।
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ କରୋନା
ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି ଗେହଲଟ।
कोविड टेस्ट करवाने पर आज मेरी रिपोर्ट भी पॉजिटिव आई है। मुझे किसी तरह के लक्षण नहीं हैं और मैं ठीक महसूस कर रहा हूं। कोविड प्रोटोकॉल का पालन करते हुए मैं आइसोलेशन में रहकर ही कार्य जारी रखूंगा।
— Ashok Gehlot (@ashokgehlot51) April 29, 2021