ଆତ୍ମଘୋଷିତ ଧର୍ମଗୁରୁ ଗୁରମିତ ରାମ ରହିମଙ୍କୁ ଆଜୀବନ କାରାଦଣ୍ଡାଦେଶ, ୧୯ ବର୍ଷ ପରେ ରଣଜିତ ସିଂହଙ୍କ ପରିବାରକୁ ମିଳିଲା ନ୍ୟାୟ

The Sakala Picture
Published On

ଚଣ୍ଡିଗଡ : ବହୁ ଚର୍ଚ୍ଚିତ ରଞ୍ଜିତ ସିଂହ ହତ୍ୟା ମାମଲାରେ ସିବିଆଇର ସ୍ଵତନ୍ତ୍ର ଅଦାଲତ ସୋମବାର ଡେରା ସଚ୍ଚା ସୌଦାର ପ୍ରମୁଖ ଗୁରମିତ ରାମ ରହିମଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ରାମ ରହିମଙ୍କ ସହ ଅନ୍ୟ ୪ ସହଯୋଗୀଙ୍କୁ ମଧ୍ୟ ସମାନ ଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ। କେବଳ ସେତିକି ନୁହେଁ ଜରିମାନା ବାବଦକୁ ରାମ ରହିମଙ୍କୁ ୩୧ ଲକ୍ଷ ଓ ଅନ୍ୟ ୪ ସହଯୋଗୀଙ୍କୁ ୫୦ ହଜାର ଟଙ୍କା ଘୋଷଣା କରିଛନ୍ତି କୋର୍ଟ। ଡେରା ମ୍ୟାନେଜର […]

ଚଣ୍ଡିଗଡ : ବହୁ ଚର୍ଚ୍ଚିତ ରଞ୍ଜିତ ସିଂହ ହତ୍ୟା ମାମଲାରେ ସିବିଆଇର ସ୍ଵତନ୍ତ୍ର ଅଦାଲତ ସୋମବାର ଡେରା ସଚ୍ଚା ସୌଦାର ପ୍ରମୁଖ ଗୁରମିତ ରାମ ରହିମଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ରାମ ରହିମଙ୍କ ସହ ଅନ୍ୟ ୪ ସହଯୋଗୀଙ୍କୁ ମଧ୍ୟ ସମାନ ଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ। କେବଳ ସେତିକି ନୁହେଁ ଜରିମାନା ବାବଦକୁ ରାମ ରହିମଙ୍କୁ ୩୧ ଲକ୍ଷ ଓ ଅନ୍ୟ ୪ ସହଯୋଗୀଙ୍କୁ ୫୦ ହଜାର ଟଙ୍କା ଘୋଷଣା କରିଛନ୍ତି କୋର୍ଟ। ଡେରା ମ୍ୟାନେଜର ରଣଜିତ ସିଂହ ତହ୍ୟା ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସିବିଆଇର ସ୍ଵତନ୍ତ୍ର ଅଦାଲତ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ

୨୦୦୦ ମସିହାରେ ଘଟିଥିବା ଏହି ହତ୍ୟା ମାମଲାରେ ଗତ ଅକ୍ଟୋବର ୮ରେ କୋର୍ଟ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଦୀର୍ଘ ୧୯ ବର୍ଷ ପରେ ଏହି ମାମଲାରେ ଆଜି କୋର୍ଟ ରାୟ ଶୁଣାଇଛନ୍ତି। ରାୟ ଶୁଣାଇବା ପୂର୍ବରୁ ହରିୟାଣାର ପଞ୍ଚକୁଲା ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇ ୧୪୪ ଧାରା ଲାଗୁ କରାଯାଇଥିଲା।ରଣଜିତ ସିଂହ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଡେରାମୁଖୀ ଗୁରମିତ ରାମ ରହିମ ଭିଡିଓ କନଫରେନ୍ସିଂ ଜରିଆରେ ସିବିଆଇ କୋର୍ଟରେ ହାଜର ହୋଇଥିଲେ। ଅନ୍ୟ ଚାରି ଅଭିଯୁକ୍ତ କୃଷ୍ଣ କୁମାର, ଅବତାର, ଯଶବୀର ଏବଂ ସଦବିଲଙ୍କୁ ପୋଲିସ କଡା ସୁରକ୍ଷାରେ କୋର୍ଟରେ ହାଜର କରାଇଥିଲା।

18 Oct 2021 By The Sakala

ଆତ୍ମଘୋଷିତ ଧର୍ମଗୁରୁ ଗୁରମିତ ରାମ ରହିମଙ୍କୁ ଆଜୀବନ କାରାଦଣ୍ଡାଦେଶ, ୧୯ ବର୍ଷ ପରେ ରଣଜିତ ସିଂହଙ୍କ ପରିବାରକୁ ମିଳିଲା ନ୍ୟାୟ

ଚଣ୍ଡିଗଡ : ବହୁ ଚର୍ଚ୍ଚିତ ରଞ୍ଜିତ ସିଂହ ହତ୍ୟା ମାମଲାରେ ସିବିଆଇର ସ୍ଵତନ୍ତ୍ର ଅଦାଲତ ସୋମବାର ଡେରା ସଚ୍ଚା ସୌଦାର ପ୍ରମୁଖ ଗୁରମିତ ରାମ ରହିମଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ରାମ ରହିମଙ୍କ ସହ ଅନ୍ୟ ୪ ସହଯୋଗୀଙ୍କୁ ମଧ୍ୟ ସମାନ ଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ। କେବଳ ସେତିକି ନୁହେଁ ଜରିମାନା ବାବଦକୁ ରାମ ରହିମଙ୍କୁ ୩୧ ଲକ୍ଷ ଓ ଅନ୍ୟ ୪ ସହଯୋଗୀଙ୍କୁ ୫୦ ହଜାର ଟଙ୍କା ଘୋଷଣା କରିଛନ୍ତି କୋର୍ଟ। ଡେରା ମ୍ୟାନେଜର ରଣଜିତ ସିଂହ ତହ୍ୟା ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସିବିଆଇର ସ୍ଵତନ୍ତ୍ର ଅଦାଲତ।

୨୦୦୦ ମସିହାରେ ଘଟିଥିବା ଏହି ହତ୍ୟା ମାମଲାରେ ଗତ ଅକ୍ଟୋବର ୮ରେ କୋର୍ଟ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଦୀର୍ଘ ୧୯ ବର୍ଷ ପରେ ଏହି ମାମଲାରେ ଆଜି କୋର୍ଟ ରାୟ ଶୁଣାଇଛନ୍ତି। ରାୟ ଶୁଣାଇବା ପୂର୍ବରୁ ହରିୟାଣାର ପଞ୍ଚକୁଲା ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇ ୧୪୪ ଧାରା ଲାଗୁ କରାଯାଇଥିଲା।ରଣଜିତ ସିଂହ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଡେରାମୁଖୀ ଗୁରମିତ ରାମ ରହିମ ଭିଡିଓ କନଫରେନ୍ସିଂ ଜରିଆରେ ସିବିଆଇ କୋର୍ଟରେ ହାଜର ହୋଇଥିଲେ। ଅନ୍ୟ ଚାରି ଅଭିଯୁକ୍ତ କୃଷ୍ଣ କୁମାର, ଅବତାର, ଯଶବୀର ଏବଂ ସଦବିଲଙ୍କୁ ପୋଲିସ କଡା ସୁରକ୍ଷାରେ କୋର୍ଟରେ ହାଜର କରାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର