ମହାରାଷ୍ଟ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: କ୍ୟାବିନେଟରେ ପାରିତ ହେଲା ରତନ ଟାଟାଙ୍କୁ ‘ଭାରତ ରତ୍ନ’ ସମ୍ମାନ ଦେବା ପ୍ରସ୍ତାବ

The Sakala Picture
Published On

ମୁମ୍ବାଇ: ବୁଧବାର ରାତିରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ବିଶିଷ୍ଟ ଶିଳ୍ପପତି ରତନ ଟାଟା । ସେ ଦେଶ ପାଇଁ ଥିଲେ ଜଣେ ଅମୂଲ୍ୟ ରତ୍ନ । ଏହି ପରିପ୍ରେକ୍ଷୀରେ ମହାରାଷ୍ଟ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମହାରାଷ୍ଟ୍ରର ସିନ୍ଦେ ସରକାର ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବା ପ୍ରସ୍ତାବକୁ ପାରିତ କରିଛନ୍ତି । ବର୍ତ୍ତମାନ କେନ୍ଦ୍ର ସରକାର ଏହି ପ୍ରସ୍ତାବ ଉପରେ […]

ମୁମ୍ବାଇ: ବୁଧବାର ରାତିରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ବିଶିଷ୍ଟ ଶିଳ୍ପପତି ରତନ ଟାଟା । ସେ ଦେଶ ପାଇଁ ଥିଲେ ଜଣେ ଅମୂଲ୍ୟ ରତ୍ନ । ଏହି ପରିପ୍ରେକ୍ଷୀରେ ମହାରାଷ୍ଟ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମହାରାଷ୍ଟ୍ରର ସିନ୍ଦେ ସରକାର ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବା ପ୍ରସ୍ତାବକୁ ପାରିତ କରିଛନ୍ତି । ବର୍ତ୍ତମାନ କେନ୍ଦ୍ର ସରକାର ଏହି ପ୍ରସ୍ତାବ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ।

ଆହୁରି ପଢ଼ନ୍ତୁ: କୁକୁର ପରିସ୍ରା କରିବାକୁ ନେଇ ତୁମୁଳକାଣ୍ଡ; ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ବରିଷ୍ଠ ନାଗରିକ

ଆଜି ମହାରାଷ୍ଟ୍ର କ୍ୟାବିନେଟ୍‌ ବୈଠକ ବସିଥିଲା । ଏଥିରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ସହ ଏକ ଶୋକ ପ୍ରସ୍ତାବ ପାରିତ କରାଯାଇଥିଲା । ଏହା ପରେ ଭାରତ ରତ୍ନ ପୁରସ୍କାର ପାଇଁ ତାଙ୍କ ନାମ ପ୍ରସ୍ତାବ ଦେବାକୁ ନିଷ୍ପତ୍ତି ନିଆଯାଇଛି । ମହାରାଷ୍ଟ୍ର ସରକାର ବର୍ତ୍ତମାନ ଏହି ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇବେ ।ଏଥିସହ ରତନ ଟାଟାଙ୍କ ମୃତ୍ୟୁକୁ ନେଇ ମହାରାଷ୍ଟ୍ରରେ ଦିନିକିଆ ଶୋକ ଘୋଷଣା କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

10 Oct 2024 By The Sakala

ମହାରାଷ୍ଟ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: କ୍ୟାବିନେଟରେ ପାରିତ ହେଲା ରତନ ଟାଟାଙ୍କୁ ‘ଭାରତ ରତ୍ନ’ ସମ୍ମାନ ଦେବା ପ୍ରସ୍ତାବ

ମୁମ୍ବାଇ: ବୁଧବାର ରାତିରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ବିଶିଷ୍ଟ ଶିଳ୍ପପତି ରତନ ଟାଟା । ସେ ଦେଶ ପାଇଁ ଥିଲେ ଜଣେ ଅମୂଲ୍ୟ ରତ୍ନ । ଏହି ପରିପ୍ରେକ୍ଷୀରେ ମହାରାଷ୍ଟ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମହାରାଷ୍ଟ୍ରର ସିନ୍ଦେ ସରକାର ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବା ପ୍ରସ୍ତାବକୁ ପାରିତ କରିଛନ୍ତି । ବର୍ତ୍ତମାନ କେନ୍ଦ୍ର ସରକାର ଏହି ପ୍ରସ୍ତାବ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ।

ଆଜି ମହାରାଷ୍ଟ୍ର କ୍ୟାବିନେଟ୍‌ ବୈଠକ ବସିଥିଲା । ଏଥିରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ସହ ଏକ ଶୋକ ପ୍ରସ୍ତାବ ପାରିତ କରାଯାଇଥିଲା । ଏହା ପରେ ଭାରତ ରତ୍ନ ପୁରସ୍କାର ପାଇଁ ତାଙ୍କ ନାମ ପ୍ରସ୍ତାବ ଦେବାକୁ ନିଷ୍ପତ୍ତି ନିଆଯାଇଛି । ମହାରାଷ୍ଟ୍ର ସରକାର ବର୍ତ୍ତମାନ ଏହି ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇବେ ।ଏଥିସହ ରତନ ଟାଟାଙ୍କ ମୃତ୍ୟୁକୁ ନେଇ ମହାରାଷ୍ଟ୍ରରେ ଦିନିକିଆ ଶୋକ ଘୋଷଣା କରାଯାଇଛି ।

https://www.thesakala.in/national-international/ratan-tata-death-maharashtra-cabinet-urges-centre-to-award-bharat-ratna/article-35782
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର