ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି : ଆଉ ୩ ବର୍ଷ ପାଇଁ ମିଳିଲା ପୁନଃନିଯୁକ୍ତି

The Sakala Picture
Published On

ନୂଆଦିଲ୍ଲୀ : ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୩ବର୍ଷ ବୃଦ୍ଧି ପାଇଛି। ଯାହା ଫଳରେ ୨୦୨୪ ଡିସେମ୍ବର ଯାଏଁ ସେ ଏହି ପଦବୀରେ ରହିବେ । ତାଙ୍କର କାର୍ଯ୍ୟକାଳ ୨୦୨୧ ମସିହା ଡିସେମ୍ବର ୧୦ରେ ଶେଷ ହୋଇଥାନ୍ତା । କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ଅନୁମୋଦନ କ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଛି । ୨୦୨୧ ଡିସେମ୍ବର ୧୦ରୁ ବର୍ଦ୍ଧିତ କାର୍ଯ୍ୟକାଳ ଲାଗୁହେବ । ୨୦୧୮ ଡିସେମ୍ବର ୧୨ରେ ୩ବର୍ଷ ପାଇଁ […]

ନୂଆଦିଲ୍ଲୀ : ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୩ବର୍ଷ ବୃଦ୍ଧି ପାଇଛି। ଯାହା ଫଳରେ ୨୦୨୪ ଡିସେମ୍ବର ଯାଏଁ ସେ ଏହି ପଦବୀରେ ରହିବେ । ତାଙ୍କର କାର୍ଯ୍ୟକାଳ ୨୦୨୧ ମସିହା ଡିସେମ୍ବର ୧୦ରେ ଶେଷ ହୋଇଥାନ୍ତା । କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ଅନୁମୋଦନ କ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଛି । ୨୦୨୧ ଡିସେମ୍ବର ୧୦ରୁ ବର୍ଦ୍ଧିତ କାର୍ଯ୍ୟକାଳ ଲାଗୁହେବ । ୨୦୧୮ ଡିସେମ୍ବର ୧୨ରେ ୩ବର୍ଷ ପାଇଁ ଆରବିଆଇ ଗଭର୍ଣ୍ଣର ଭାବେ ଦାୟିତ୍ବ ଗ୍ରହଣ କରିଥିଲେ।

ଆହୁରି ପଢ଼ନ୍ତୁ: ଭାରତ-ଆମେରିକା ସମ୍ପର୍କ ହେବ ଆହୁରି ସୁଦୃଢ଼: ମାର୍କୋ ରୁବିଓଙ୍କ ଗସ୍ତରେ ବାଣିଜ୍ୟ, ସୁରକ୍ଷା ଓ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ

ଶକ୍ତିକାନ୍ତ ଦାଶ ହେଉଛନ୍ତି ୧୯୮୦ ବ୍ୟାଚ୍ର ତାମିଲନାଡୁ କ୍ୟାଡର ଆଇଏଏସ୍ ଅଫିସର । କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରାଳୟରେ ସେ ଦୀର୍ଘ ଦିନ ଧରି କାମ କରିଥିଲେ ।ସେ ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ସଚିବ ଥିଲେ । ପୂର୍ବରୁ ବିଶ୍ବ ବ୍ୟାଙ୍କ, ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ, ନିଉ ଡେଭଲପମେଣ୍ଟ ବ୍ୟାଙ୍କ, ଏସିଆନ ଇନଫ୍ରାଷ୍ଟକଚର ଇନଭେଷ୍ଟମେଣ୍ଟ ବ୍ୟାଙ୍କରେ ବହୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ତୁଲାଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଇଟିବିପି ମୁଖ୍ୟଙ୍କ ଅରୁଣାଚଳ ସୀମା ବୟାନ ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କଲେ ଅଭିଜିତ ଡିପକେ

 

ଆହୁରି ପଢ଼ନ୍ତୁ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଡାଟା ଲିକ୍: ଡାର୍କ ୱେବରେ ୩,୮୯୭ ଗ୍ରାହକଙ୍କ ତଥ୍ୟ, ପାଣ୍ଠି ସୁରକ୍ଷିତ ଥିବା ନେଇ ବ୍ୟାଙ୍କର ସ୍ପଷ୍ଟୀକରଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର