ମୃତ୍ୟୁଦଣ୍ଡରୁ ବର୍ତ୍ତିଲେ ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀ, କୋହଳ କଲେ କାତାର କୋର୍ଟ

The Sakala Picture
Published On

ଦୋହା: ଭାରତର ୮ ପୂର୍ବତନ ନୌସେନା କର୍ମଚାରୀଙ୍କୁ କାତାରର ଏକ କୋର୍ଟ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ନେଇ ବଡ଼ ଆଶ୍ୱସ୍ତିକର ଖବର ଆସିଛ। ଭାରତ ସରକାରଙ୍କ ଆବେଦନ କ୍ରମେ ସମସ୍ତ ୮ ଜଣଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ ଲଗାଯାଇଛି। ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, ଏହି ମାମଲାରେ କତରର ସର୍ବୋଚ୍ଚ ଅଦାଲତରେ ଅପିଲ କରାଯାଇଥିଲା । ଶୁଣାଣି ସମୟରେ କୋର୍ଟ ଦଣ୍ଡାଦେଶକୁ କୋହଳ କରିଥିଲେ। ଏହି ମାମଲାରେ ଆଇନଗତ ଲଢେଇ ଜାରି ରହିଛି । ଭାରତ ସରକାର […]

ଦୋହା: ଭାରତର ୮ ପୂର୍ବତନ ନୌସେନା କର୍ମଚାରୀଙ୍କୁ କାତାରର ଏକ କୋର୍ଟ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ନେଇ ବଡ଼ ଆଶ୍ୱସ୍ତିକର ଖବର ଆସିଛ। ଭାରତ ସରକାରଙ୍କ ଆବେଦନ କ୍ରମେ ସମସ୍ତ ୮ ଜଣଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ ଲଗାଯାଇଛି।

ଆହୁରି ପଢ଼ନ୍ତୁ: ନାଗପୁର ଅଭିମୁଖେ ଯାଉଥିବା ପିକ୍-ଅପ୍ ଭ୍ୟାନରୁ ୪ କୋଟି ଟଙ୍କା ଜବତ, ୨ ଅଟକ

ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, ଏହି ମାମଲାରେ କତରର ସର୍ବୋଚ୍ଚ ଅଦାଲତରେ ଅପିଲ କରାଯାଇଥିଲା । ଶୁଣାଣି ସମୟରେ କୋର୍ଟ ଦଣ୍ଡାଦେଶକୁ କୋହଳ କରିଥିଲେ। ଏହି ମାମଲାରେ ଆଇନଗତ ଲଢେଇ ଜାରି ରହିଛି । ଭାରତ ସରକାର ୮ ନୌସୈନିକଙ୍କ ପରିବାର ଲୋକଙ୍କ ସମ୍ପର୍କରେ ଅଛନ୍ତି ।ଭାରତ ସରକାର ମୂଳରୁ ହିଁ ସେମାନଙ୍କ ପଛରେ ଛିଡ଼ା ହୋଇଛନ୍ତି । କାତାରର କୋର୍ଟ ଅଫ ଅପିଲରେ ଏହି ମାମଲାର ଶୁଣାଣି ବେଳେ କାତାରରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ମଧ୍ୟ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଭାରତର ପିନାକା ରକେଟ୍ ସିଷ୍ଟମର ରେଞ୍ଜ୍ ୩୦୦ କିମିକୁ ବୃଦ୍ଧି: ପାକିସ୍ତାନର ପଛୁଆ ଅଞ୍ଚଳ ଉପରେ ବଢ଼ିଲା ଚାପ

ଖବର ଅନୁଯାୟୀ, କତାର ଇଣ୍ଟେଲିଜେନ୍ସି ଏଜେନ୍ସି ଷ୍ଟେଟ୍ ସିକ୍ୟୁରିଟି ବ୍ୟୁରୋ ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କୁ ୨୦୨୨ ଅଗଷ୍ଟ ୩୦ରେ ଗିରଫ କରିଥିଲା

ଆହୁରି ପଢ଼ନ୍ତୁ: ସୁଦାନରେ ଭୟଙ୍କର ନରସଂହାର: ନିଆଲା ବଜାର ଉପରେ ଡ୍ରୋନ୍ ମାଡ଼, ୧୦୦ରୁ ଅଧିକ ସାଧାରଣ ନାଗରିକଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର