ସୁସ୍ଥ ହେବେ ଏଡସ୍‌ ରୋଗୀ ! ଖୁବ ଶୀଘ୍ର ମିଳିପାରେ ଏଚଆଇଭି ଟିକା, କ୍ଲିନିକାଲ ଟ୍ରାଏଲରେ ୯୭ ପ୍ରତିଶତ ସଫଳ ହେଲା ଟିକା

The Sakala Picture
Published On

ନୂଆଦିଲ୍ଲୀ: ବିଶ୍ୱ ପାଇଁ ଖୁସି ଖବର । ସୁସ୍ଥ ହେବେ ମାରାତ୍ମକ ଏଚଆଇଭି ଏଡସ୍‌ରେ ଆକ୍ରାନ୍ତ ରୋଗୀ । ଏଚଆଇଭି ରୋଗୀଙ୍କ ପାଇଁ ଆସିପାରେ ରାମବାଣ। ବିଶ୍ବକୁ ଖୁବ୍ ଶୀଘ୍ର ମିଳିବାକୁ ଯାଉଛି ଏଚଆଇଭି ଟିକା । ପରୀକ୍ଷାମୂଳକଭାବେ ପ୍ରସ୍ତୁତ ହୋଇଥିବା ଟିକାର ପରୀକ୍ଷଣ ଏବେ ୯୭ ପ୍ରତିଶତ ସଫଳ ହୋଇଥିବା ଜଣାପଡିଛି । ଟେକ୍ସସାସ୍ ବିଶ୍ୱବିଦ୍ୟାଳୟ ଦ୍ୱାରା ଜାରି ଏକ ରିପୋର୍ଟରେ କୁହାଯାଇଛି କି ସଂକ୍ରମଣରେ ଶିକାର ହେଉଥିବା ରୋଗୀଙ୍କ ଶରୀରରୁ ରୋଗ ପ୍ରତିଷେଧକ ଦ୍ରୁତ […]

ନୂଆଦିଲ୍ଲୀ: ବିଶ୍ୱ ପାଇଁ ଖୁସି ଖବର । ସୁସ୍ଥ ହେବେ ମାରାତ୍ମକ ଏଚଆଇଭି ଏଡସ୍‌ରେ ଆକ୍ରାନ୍ତ ରୋଗୀ । ଏଚଆଇଭି ରୋଗୀଙ୍କ ପାଇଁ ଆସିପାରେ ରାମବାଣ। ବିଶ୍ବକୁ ଖୁବ୍ ଶୀଘ୍ର ମିଳିବାକୁ ଯାଉଛି ଏଚଆଇଭି ଟିକା । ପରୀକ୍ଷାମୂଳକଭାବେ ପ୍ରସ୍ତୁତ ହୋଇଥିବା ଟିକାର ପରୀକ୍ଷଣ ଏବେ ୯୭ ପ୍ରତିଶତ ସଫଳ ହୋଇଥିବା ଜଣାପଡିଛି । ଟେକ୍ସସାସ୍ ବିଶ୍ୱବିଦ୍ୟାଳୟ ଦ୍ୱାରା ଜାରି ଏକ ରିପୋର୍ଟରେ କୁହାଯାଇଛି କି ସଂକ୍ରମଣରେ ଶିକାର ହେଉଥିବା ରୋଗୀଙ୍କ ଶରୀରରୁ ରୋଗ ପ୍ରତିଷେଧକ ଦ୍ରୁତ ଗତିରେ ହାସ୍ର ପାଇଥାଏ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: CJP ବିକ୍ଷୋଭ ମାମଲାରେ ସିସିଟିଭି ଫୁଟେଜ୍ ସଂରକ୍ଷିତ ରଖିବାକୁ ଆଦେଶ, କେନ୍ଦ୍ର ଓ ପୋଲିସକୁ ନୋଟିସ୍

ସାରା ପୃଥିବୀରେ ଲକ୍ଷ ଲକ୍ଷ ଲୋକ ଏଡସ୍‌ରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛନ୍ତି । ସଂକ୍ରମଣ ଶିକାର ହେଉଥିବା ରୋଗୀଙ୍କ ଶରୀରରୁ ରୋଗ ପ୍ରତିଷେଧକ ଦ୍ରୁତ ଗତିରେ ହ୍ରାସ ପାଇଥାଏ। ଏହାର କୌଣସି ଚିକିତ୍ସା ପଦ୍ଧତି ନଥିବାରୁ ପ୍ରାଣ ହରାଇଥାନ୍ତି ଲୋକେ । ତେବେ ଏଚଆଇଭିକୁ ନେଇ ଏବେ ବଡ଼ ଖବର ଆସିଛି । ବିଶ୍ବବାସୀଙ୍କୁ ଖୁବ୍ ଶୀଘ୍ର ମିଳିବାକୁ ଯାଉଛି ଏଡସ୍‌ ଟିକା । ଏଚଆଇଭି ଭ୍ୟାକ୍ସନକୁ ନେଇ ବୈଜ୍ଞାନିକମାନେ କରିଥିବା କ୍ଲିନିକାଲ ଟ୍ରାଏଲରେ ସୁଫଳ ମିଳିଛି । ୯୭ପ୍ରତିଶତ ଲୋକଙ୍କ ଦେହରେ ଏଡସ୍‌ ବିରୋଧରେ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଛି ।

ଆହୁରି ପଢ଼ନ୍ତୁ: ୨୬ଦିନ ପରେ ଅନଶନ ଭାଙ୍ଗିଲେ ସୋନମ୍ ୱାଙ୍ଗଚୁକ୍, ଦେଶରେ ଶାନ୍ତି ବଜାୟ ରଖିବାକୁ ୱାଙ୍ଗଚୁକ୍ କଲେ ଅପିଲ୍

ବୈଜ୍ଞାନିକମାନେ ୩୬ଜଣ ସ୍ବେଚ୍ଛାସେବୀଙ୍କ ଉପରେ ଏଚଆଇଭି ଟିକାକୁ ପରୀକ୍ଷାମୂଳକ ଭାବେ ଟ୍ରାଏଲ କରିଥିଲେ । ଏଥିରେ ୩୫ଜଣଙ୍କ ଶରୀରରେ ରୋଗ ବିରୋଧରେ ଆଣ୍ଟିବଡି ସୃଷ୍ଟି ହୋଇଥିବା ଜଣାପଡ଼ିଛି । ତେବେ ଏହା ଏଚଆଇଭି ବିରୋଧରେ କେତେ ଫଳପ୍ରଦ ହେବ ତାହା ସ୍ପଷ୍ଟ ହୋଇନି ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନୀଭୂତ ହେଉଛି ସଂଘର୍ଷ: ଇରାନର ସାମରିକ ଘାଟି ଉପରେ ଆମେରିକାର ବି-୧ ଲାନ୍ସର ଆକ୍ରମଣ

05 Dec 2022 By The Sakala

ସୁସ୍ଥ ହେବେ ଏଡସ୍‌ ରୋଗୀ ! ଖୁବ ଶୀଘ୍ର ମିଳିପାରେ ଏଚଆଇଭି ଟିକା, କ୍ଲିନିକାଲ ଟ୍ରାଏଲରେ ୯୭ ପ୍ରତିଶତ ସଫଳ ହେଲା ଟିକା

ନୂଆଦିଲ୍ଲୀ: ବିଶ୍ୱ ପାଇଁ ଖୁସି ଖବର । ସୁସ୍ଥ ହେବେ ମାରାତ୍ମକ ଏଚଆଇଭି ଏଡସ୍‌ରେ ଆକ୍ରାନ୍ତ ରୋଗୀ । ଏଚଆଇଭି ରୋଗୀଙ୍କ ପାଇଁ ଆସିପାରେ ରାମବାଣ। ବିଶ୍ବକୁ ଖୁବ୍ ଶୀଘ୍ର ମିଳିବାକୁ ଯାଉଛି ଏଚଆଇଭି ଟିକା । ପରୀକ୍ଷାମୂଳକଭାବେ ପ୍ରସ୍ତୁତ ହୋଇଥିବା ଟିକାର ପରୀକ୍ଷଣ ଏବେ ୯୭ ପ୍ରତିଶତ ସଫଳ ହୋଇଥିବା ଜଣାପଡିଛି । ଟେକ୍ସସାସ୍ ବିଶ୍ୱବିଦ୍ୟାଳୟ ଦ୍ୱାରା ଜାରି ଏକ ରିପୋର୍ଟରେ କୁହାଯାଇଛି କି ସଂକ୍ରମଣରେ ଶିକାର ହେଉଥିବା ରୋଗୀଙ୍କ ଶରୀରରୁ ରୋଗ ପ୍ରତିଷେଧକ ଦ୍ରୁତ ଗତିରେ ହାସ୍ର ପାଇଥାଏ ।

ସାରା ପୃଥିବୀରେ ଲକ୍ଷ ଲକ୍ଷ ଲୋକ ଏଡସ୍‌ରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛନ୍ତି । ସଂକ୍ରମଣ ଶିକାର ହେଉଥିବା ରୋଗୀଙ୍କ ଶରୀରରୁ ରୋଗ ପ୍ରତିଷେଧକ ଦ୍ରୁତ ଗତିରେ ହ୍ରାସ ପାଇଥାଏ। ଏହାର କୌଣସି ଚିକିତ୍ସା ପଦ୍ଧତି ନଥିବାରୁ ପ୍ରାଣ ହରାଇଥାନ୍ତି ଲୋକେ । ତେବେ ଏଚଆଇଭିକୁ ନେଇ ଏବେ ବଡ଼ ଖବର ଆସିଛି । ବିଶ୍ବବାସୀଙ୍କୁ ଖୁବ୍ ଶୀଘ୍ର ମିଳିବାକୁ ଯାଉଛି ଏଡସ୍‌ ଟିକା । ଏଚଆଇଭି ଭ୍ୟାକ୍ସନକୁ ନେଇ ବୈଜ୍ଞାନିକମାନେ କରିଥିବା କ୍ଲିନିକାଲ ଟ୍ରାଏଲରେ ସୁଫଳ ମିଳିଛି । ୯୭ପ୍ରତିଶତ ଲୋକଙ୍କ ଦେହରେ ଏଡସ୍‌ ବିରୋଧରେ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଛି ।

ବୈଜ୍ଞାନିକମାନେ ୩୬ଜଣ ସ୍ବେଚ୍ଛାସେବୀଙ୍କ ଉପରେ ଏଚଆଇଭି ଟିକାକୁ ପରୀକ୍ଷାମୂଳକ ଭାବେ ଟ୍ରାଏଲ କରିଥିଲେ । ଏଥିରେ ୩୫ଜଣଙ୍କ ଶରୀରରେ ରୋଗ ବିରୋଧରେ ଆଣ୍ଟିବଡି ସୃଷ୍ଟି ହୋଇଥିବା ଜଣାପଡ଼ିଛି । ତେବେ ଏହା ଏଚଆଇଭି ବିରୋଧରେ କେତେ ଫଳପ୍ରଦ ହେବ ତାହା ସ୍ପଷ୍ଟ ହୋଇନି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର