ମନୋରଞ୍ଜନ
ଓଡ଼ିଶା
୨ଟି ଅଟୋକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ: ୬ମୃତ , ୪ଗୁରୁତର
ଉତ୍ତରପ୍ରଦେଶର ବାଦାଉନ ଜିଲ୍ଲାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୧ ବର୍ଷର ଶିଶୁ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତଦେହକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଏକ କୋଇଲା ବୋଝେଇ ଟ୍ରକ ଦୁଇଟି ଆଟୋକୁ ଧକ୍କା ଦେଇଥିଲା। ଏହା ପରେ ଟ୍ରକଟି ଖାଲରେ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ଅଟୋରେ […]
ଉତ୍ତରପ୍ରଦେଶର ବାଦାଉନ ଜିଲ୍ଲାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୧ ବର୍ଷର ଶିଶୁ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତଦେହକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି।
ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ
ସୂଚନା ଅନୁଯାୟୀ, ଏକ କୋଇଲା ବୋଝେଇ ଟ୍ରକ ଦୁଇଟି ଆଟୋକୁ ଧକ୍କା ଦେଇଥିଲା। ଏହା ପରେ ଟ୍ରକଟି ଖାଲରେ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ଅଟୋରେ ବସିଥିବା ୬ଜଣଙ୍କର ମୃତ୍ୟୁ ଘଟିଛି। ଯେଉଁମାନେ ଅଟୋରେ ଯାଉଥିଲେ ସେମାନଙ୍କ ଘର ନିକଟସ୍ଥ ଗାଁରେ ବୋଲି ସୂଚନା ମିିଳିଛି।






