ଅଷ୍ଟମ ଦିନରେ ମହାଯୁଦ୍ଧ: କିଭ୍ ରେଲୱେ ଷ୍ଟେସନରେ ରକେଟ୍ ମାଡ଼ କଲା ରୁଷ୍ ସେନା

The Sakala Picture
Published On

କିଭ୍: ଋଷ ଓ ୟୁକ୍ରେନ ମଧ୍ୟରେ ଜାରି ରହିଛି ଜୋରଦାର ଯୁଦ୍ଧ । ଏହି ଯୁଦ୍ଧ ଆଜି ଅଷ୍ଟମ ଦିନରେ ପହଞ୍ଚିଛି ।  ତିନି ପଟରୁ ଘେରି ୟୁକ୍ରେନ୍ ଉପରେ ଘନ ଘନ ହମଲା କରୁଛି ରୁଷ୍ ସେନା । କିଭ୍ ଦଖଲ ଦିଗରେ ଆଗକୁ ବଢୁଛି । ଯୁଦ୍ଧର ଅଷ୍ଟମ ଦିନରେ ୟୁକ୍ରେନର ରାଜଧାନୀ କିଭରେ ଏକ ବଡ଼ ଧରଣର ବିସ୍ଫୋରଣ କରିଛି ରୁଷ୍ ସେନା । କିଭ୍ ମୁଖ୍ୟ ରେଲୱେ ଷ୍ଟେସନ ନିକଟରେ ରକେଟ୍ […]

କିଭ୍: ଋଷ ଓ ୟୁକ୍ରେନ ମଧ୍ୟରେ ଜାରି ରହିଛି ଜୋରଦାର ଯୁଦ୍ଧ । ଏହି ଯୁଦ୍ଧ ଆଜି ଅଷ୍ଟମ ଦିନରେ ପହଞ୍ଚିଛି ।  ତିନି ପଟରୁ ଘେରି ୟୁକ୍ରେନ୍ ଉପରେ ଘନ ଘନ ହମଲା କରୁଛି ରୁଷ୍ ସେନା । କିଭ୍ ଦଖଲ ଦିଗରେ ଆଗକୁ ବଢୁଛି । ଯୁଦ୍ଧର ଅଷ୍ଟମ ଦିନରେ ୟୁକ୍ରେନର ରାଜଧାନୀ କିଭରେ ଏକ ବଡ଼ ଧରଣର ବିସ୍ଫୋରଣ କରିଛି ରୁଷ୍ ସେନା । କିଭ୍ ମୁଖ୍ୟ ରେଲୱେ ଷ୍ଟେସନ ନିକଟରେ ରକେଟ୍ ମାଡ଼ କରିଛି । ରକେଟ୍ ମାଡରେ ରେଲୱେ ଷ୍ଟେସନର କିଛି ଅଂଶ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି । ତେବେ ଏଥିରେ ମୃତାହତ ନେଇ କୌଣସି ସ୍ପଷ୍ଟ ସୂଚନା ମିଳ ନାହିଁ । କିଭରେ ଥିବା ୟୁକ୍ରେନର ପ୍ରତିରକ୍ଷା ମନ୍ତ୍ରାଳୟ ବିଲଡିଂକୁ ଟାର୍ଗେଟ୍ କରି ରୁଷ୍ ରକେଟ୍ ମାଡ଼ କରିଥିଲା । ୟୁକ୍ରେନରେ ଅସ୍ଥିରତା ପାଇଁ ଘନ ଘନ ହମଲା କରୁଛି ରୁଷ୍ । ମିସାଇଲ୍ ଓ ରକେଟ ମାଡ଼ କରୁଛି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

03 Mar 2022 By The Sakala

ଅଷ୍ଟମ ଦିନରେ ମହାଯୁଦ୍ଧ: କିଭ୍ ରେଲୱେ ଷ୍ଟେସନରେ ରକେଟ୍ ମାଡ଼ କଲା ରୁଷ୍ ସେନା

କିଭ୍: ଋଷ ଓ ୟୁକ୍ରେନ ମଧ୍ୟରେ ଜାରି ରହିଛି ଜୋରଦାର ଯୁଦ୍ଧ । ଏହି ଯୁଦ୍ଧ ଆଜି ଅଷ୍ଟମ ଦିନରେ ପହଞ୍ଚିଛି ।  ତିନି ପଟରୁ ଘେରି ୟୁକ୍ରେନ୍ ଉପରେ ଘନ ଘନ ହମଲା କରୁଛି ରୁଷ୍ ସେନା । କିଭ୍ ଦଖଲ ଦିଗରେ ଆଗକୁ ବଢୁଛି । ଯୁଦ୍ଧର ଅଷ୍ଟମ ଦିନରେ ୟୁକ୍ରେନର ରାଜଧାନୀ କିଭରେ ଏକ ବଡ଼ ଧରଣର ବିସ୍ଫୋରଣ କରିଛି ରୁଷ୍ ସେନା । କିଭ୍ ମୁଖ୍ୟ ରେଲୱେ ଷ୍ଟେସନ ନିକଟରେ ରକେଟ୍ ମାଡ଼ କରିଛି । ରକେଟ୍ ମାଡରେ ରେଲୱେ ଷ୍ଟେସନର କିଛି ଅଂଶ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି । ତେବେ ଏଥିରେ ମୃତାହତ ନେଇ କୌଣସି ସ୍ପଷ୍ଟ ସୂଚନା ମିଳ ନାହିଁ । କିଭରେ ଥିବା ୟୁକ୍ରେନର ପ୍ରତିରକ୍ଷା ମନ୍ତ୍ରାଳୟ ବିଲଡିଂକୁ ଟାର୍ଗେଟ୍ କରି ରୁଷ୍ ରକେଟ୍ ମାଡ଼ କରିଥିଲା । ୟୁକ୍ରେନରେ ଅସ୍ଥିରତା ପାଇଁ ଘନ ଘନ ହମଲା କରୁଛି ରୁଷ୍ । ମିସାଇଲ୍ ଓ ରକେଟ ମାଡ଼ କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର